ମହାବାହୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତଳବଣିଆ ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିରରେ ଯାଇ ପହଞ୍ଚିଛନ୍ତି । କରୋନା ପରେ ପ୍ରଥମ ଥର ପାଇଁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ!-->…
