Odia News Portal
Browsing Tag

latest odia news

କଲେଜ ନଯାଇ ଦରମା ନେଇଛନ୍ତି ଖଣି ମନ୍ତ୍ରୀଙ୍କ ବୋହୂ

ଢେଙ୍କାନାଳ: ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ବୋହୂ ଲିପ୍ସା ପ୍ରଧାନଙ୍କ ନୀତିହୀନ କାମ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି । ସୂଚନା ଅଧିକାର ଆଇନ ବଳରେ କାମାକ୍ଷାନଗର କଲେଜରେ ଚାଲିଥିବା ଦୁର୍ନୀତି ପଦାରେ ପଡିଛି । ଏନେଇ ଓଡିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଛି । ଖଣି ଓ

ରାଜ୍ୟରେ ଆଉ ୧୫୭ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର: ପ୍ରଫେସର ସଞ୍ଜିବ ମିତ୍ତଲ ହେଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ନୂତନ କୁଳପତି । ସଞ୍ଜିବ ମିତ୍ତଲଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ନିଯୁକ୍ତ ପ୍ରଦାନ କରିଛନ୍ତି । ପ୍ରଫେସର ସଞ୍ଜିବ ମିତ୍ତଲ ଆସନ୍ତା ୪ବର୍ଷ ପାଇଁ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି

ଆକ୍ରମଣ ଘଟଣାରେ ଆଉ ୩ ଗିରଫ

କେନ୍ଦୁଝର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଆକ୍ରମଣ ମାମଲାରେ ସାମିଲ ୩ ଅଭିଯୁକ୍ତ ଗିରଫ । ଆଜି ଆକ୍ରମଣ ଘଟଣାରେ ସାମିଲ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି କେନ୍ଦୁଝର ପୋଲିସ । ଆକ୍ରମଣରେ ଗିରଫଦାରୀ ସଂଖ୍ୟା ୪କୁ ବୃଦ୍ଧି | ଏଥିସହ ଆକ୍ରମଣ ସମୟରେ ବ୍ୟବହାର ହୋଇଥିବା ବୋଲେରୋ

ବିନା କୋଭିଡ୍ ବାଧାରେ କାଳିଆ ଦର୍ଶନ

ପୁରୀ: ଆସନ୍ତାକାଲି ଠାରୁ ଶ୍ରୀମନ୍ଦିରରେ ବିନା କୋଭିଡ କଟକଣାରେ ଦର୍ଶନ ବ୍ୟବସ୍ଥା । ବିନା କରୋନା ରିପୋର୍ଟରେ ଭକ୍ତମାନ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ। ପ୍ରାୟ ୩୦ ହଜାର ଭକ୍ତ କାଳିଆ ଦର୍ଶନ କରିବେ । ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପୁରୀ

ପାହାଳରେ ନକଲି ସସ୍-ଆଚାର‌ କାରଖାନା ଠାବ

ଭୁବନେଶ୍ୱର: ସିଲଭର ସିଟି ପରେ ଏବେ ରାଜଧାନୀ ଭୁବନେଶ୍ୱରରେ ନକଲି ଆଚାର ଓ ସସ୍‌ କାରଖାନା ଠାବ । ଭୁବନେଶ୍ୱରର ନିକଟସ୍ଥ ପାହାଳରେ ଠାବ ହୋଇଛି ଏହି ନକଲି ସସ୍‌ କାରଖାନା । ପାହାଳ ନିକଟରେ ଚାଲିଥିବା ଏହି ବେଆଇନ ନକଲି କାରଖାନାରେ ରେଡ୍ ସମୟରେ ପୋକ ସାଲୁବାଲୁ ଆଚାର ସହ ବିଭିନ୍ନ ପ୍ରକାର ସସ୍

ସେନାରେ ସାମିଲ ପାଇଁ ଆହ୍ୱାନ

ଭୁବନେଶ୍ୱର: ସୈନିକ ସ୍କୁଲର ସାମ୍ବାଦିକ ସମ୍ମିଳନୀରେ ନୂଆ ସେନା ଉପମୁଖ୍ୟ ଚଣ୍ଡି ପ୍ରସାଦ ମହାନ୍ତିଙ୍କ ବଡ ବୟାନ । ଭାରତ-ଚୀନ ବିବାଦକୁ ନେଇ ପ୍ରତିକ୍ରିୟାରେ ସେ କହିଛନ୍ତି, ଚୀନ ଭାରତ ଉପରେ ଆକ୍ରମଣ କରିବା ପୂର୍ବରୁ ଶହେ ଥର ଚିନ୍ତା କରିବ । ଭାରତ ସଶକ୍ତ ଏବଂ ପରମାଣୁ ସମ୍ପନ୍ନ ରାଷ୍ଟ୍ର

୭ଟି ସ୍ଲାବରେ ସ୍କୁଲ୍ ଫି କୋହଳ

ଭୁବନେଶ୍ବର: କୋହଳ ହେବ ସ୍କୁଲ୍ ଫି। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ସ୍କୁଲ ଫି କୋହଳ ହେବ। ଅନୁଦାନ ପ୍ରାପ୍ତ, ଅଣଅନୁଦାନ ପ୍ରାପ୍ତ ଓ ଘରୋଇ ସ୍କୁଲ ଫି ଛାଡ଼ କରିବେ। ୭ଟି ପର୍ଯ୍ୟାୟରେ ସ୍କୁଲ ଫି କୋହଳ କରାଯିବ

ଗୁଳିକରି ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ହତ୍ୟା

ଗଞ୍ଜାମ: ଗୁଳି ମାଡ଼ରେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ମୃତ୍ୟୁ | ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ସୁମଣ୍ଡଳ ଗାଁରେ ଗୁଳିକାଣ୍ଡ | ବେଗୁନିଆପଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦେବରାଜ ସାହୁଙ୍କୁ ଗୁଳିକରି ନିର୍ମମ ହତ୍ୟା | ଗୁଳିକାଣ୍ଡ କରି ଘଟଣା ସ୍ଥଳରୁ ଦୁର୍ବୁତ୍ତ ଫେରାର |ତେବେ ସକାଳୁ

ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ଓଡିଆ ସିନେ ପ୍ରେମୀଙ୍କ ପାଇଁ ଦୁଃଖଦ ଖବର । ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର । ବୁଧବାର ଦିନ ଅଭିନେତା ରବି ମିଶ୍ରଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ଶ୍ରୀ ମିଶ୍ରଙ୍କୁ ୬୪ବର୍ଷ ହୋଇଥିଲା