Odia News Portal
Browsing Tag

latest odia news

ମନ୍ଦିର ପ୍ରବେଶ ପଥରେ କାହିଁକି ଥାଏ ଘଣ୍ଟି ?

ଭୁବନେଶ୍ବର: ହିନ୍ଦୁ ଧର୍ମରେ ପୂଜାପାଠ,ରୀତିନୀତି ଓ ପରମ୍ପରାର ଖୁବ ମାନ୍ୟତା ରହିଛି । ଦେବୀ ଦେବତାକୁ ପ୍ରସନ୍ନ କରିବା ପାଇଁ ବିଭିନ୍ନ ରୀତିନୀତିରେ ପୂଜାପାଠ କରାଯାଏ । ଧାର୍ମିକ ଶାସ୍ତ୍ରରେ ପୂଜାପାଠକୁ ନେଇ କେତେକ ଖାସ ନିୟମ ରହିଛି ।ତେବେ ଆଜି ଆମେ ଆପଣଙ୍କୁ ଜଣାଇବୁ ମନ୍ଦିର ମଧ୍ୟରେ

ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ବିରୁଷ୍କା

ମୁମ୍ବାଇ: ବ୍ରିସବେନର ଚତୁର୍ଥ ଓ ଅନ୍ତିମ ଟେଷ୍ଟରେ ଭାରତ ଅଷ୍ଟ୍ରେଲିଆକୁ ୩ଟି ୱିକେଟରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪ଟି ମ୍ୟାଚରେ ଏହି ସିରିଜ୍ ଜିତି ଟ୍ରଫି ନିଜ ନାଁ'ରେ କରିଛି । ଭାରତୀୟ ଦଳ ୨-୧ରେ ମ୍ୟାଚ ଜିତିଛି। ଗାବାରେ ଭାରତର ଏହା ପ୍ରଥମ ଟେଷ୍ଟ ବିଜୟ । ଏହି ଐତିହାସିକ ବିଜୟ ପରେ

ତେଜୁଛି ଅରୁଆ-ଉଷୁନା ରାଜନୀତି

ଭୁବନେଶ୍ୱର: ରାଜ୍ୟରେ ଅରୁଆ, ଉଷୁନା ଚାଉଳ ରାଜନୀତି ତେଜିବାରେ ଲାଗିଛି | ବିଜେଡି ଉଷୁନା ଚାଉଳ କଥା ଉଠାଇଥିବା ବେଳେ ବିଜେପି ଅରୁଆ ଚାଉଳ ପ୍ରସଙ୍ଗ ଉଠାଇଛି । ଆଜି ବିଜେପି ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି-“ରାଜ୍ୟ ସରକାର ଚାଷୀଙ୍କୁ ଭ୍ରମିତ କରିବା ପାଇଁ ଉଷୁନା

ପ୍ରକଳ୍ପ ସ୍ଥାନ ପରିଦର୍ଶନ କଲେ 5T ସଚିବ

ରାଉରକେଲା: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T ) ଭି.କେ-ପାଣ୍ଡିଆନ ଏବଂ କ୍ରୀଡା ଓ ଯୁବ ସେବା ବିଭାଗର ସ୍ୱତନ୍ତ୍ର ସଚିବ ଆରୁ ଭିନିଲ କ୍ରିଷ୍ଣା ରାଉରକେଲା ଯାଇ ବିପିୟୁଟି ପରିସରରେ ନିର୍ମିତ ହେବାକୁ ଥିବା ପ୍ରସ୍ତାବିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ

କ୍ୟାନ୍ସର ରୋଗୀଙ୍କୁ ମାଗଣା ସିଟି ସ୍କାନ୍

ଭୁବନେଶ୍ୱର: କ୍ୟାନ୍ସର ରୋଗୀଙ୍କ ପାଇଁ ଆଶ୍ଵସ୍ତି | କ୍ୟାନ୍ସର ରୋଗୀଙ୍କ ପେଟ ସିଟି ସ୍କାନର ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମଙ୍ଗଳବାର ଏହିଭଳି ଏକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ। ନିର୍ଦ୍ଦେଶର କାର୍ଯ୍ୟକାରିତାକୁ ନେଇ ଏକ ସତ୍ୟପାଠ ଦାଖଲ କଲା ପରେ

ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା

ଭୁବନେଶ୍ୱର: ରାଜଧାନୀରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଦ୍ୱିତୀୟ ପର୍ଯ୍ୟାୟ ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ଟିକା ସ୍ଥାନାନ୍ତର କରାଯାଇଛି । ତେବେ ଆସନ୍ତା ୩ ଦିନ ଭିତରେ ଟିକା ଭଣ୍ଡାରରୁ

ଟିମ୍ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଦଳର ଦମଦାର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,

ଭୁବନେଶ୍ୱରରେ ନୂଆ ସେନା ଉପମୁଖ୍ୟ

ଭୁବନେଶ୍ୱର: ଭୁବନେଶ୍ୱରରେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ୧୨୦ ବାଟାଲିୟନ ପକ୍ଷରୁ ସ୍ୱାଗତ କରାଯାଇଛି। ସେ ସିଧାସଳଖ୧୨୦ ବାଟାଲିୟନକୁ ଯାଇ ସେଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ସୈନିକ ସ୍କୁଲରେ ଏକ

ସରକାରଙ୍କ ଫୋକସରେ ପଶ୍ଚିମ ଓଡ଼ିଶା

ସମ୍ବଲପୁର: ସମ୍ବଲପୁର ଓ ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ୍। ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ସମଲେଶ୍ୱରୀ ପୀଠର ବିକାଶ ଉପରେ ରହିଛି ରାଜ୍ୟ ସରକାରଙ୍କ ଫୋକସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ

ଭାରତୀୟ ଦଳକୁ ୫ କୋଟିର ପୁରସ୍କାର

ବ୍ରିସବେନ: ବ୍ରିସବେନ ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଏହା ସହ ଅଷ୍ଟ୍ରେଲିଆର ୩୩ ବର୍ଷର ରେକର୍ଡକୁ ଭାଙ୍ଗିଛି ଭାରତ । ବର୍ଡର ଗାଭାସ୍କର ଟ୍ରଫି ଜିତି ବିଦେଶ ମାଟିରେ ଇତିହାସ ରଚିଛି ଭାରତ । ଋଷଭ ପନ୍ତ ଏବଂ ଶୁଭମାନ ଗିଲଙ୍କ ଦମଦାର ବ୍ୟାଟିଂ ବଳରେ ଗାବା ଟେଷ୍ଟ୍‌କୁ ୪