Odia News Portal
Browsing Tag

latest odia news

ବିଜେଡ଼ି ବିଜେପି ମୁହାଁ-ମୁହିଁ

ଭୁବନେଶ୍ୱର: ଧାନ ପ୍ରସଙ୍ଗରେ କେନ୍ଦ୍ରର ଚିଠି ଉପରେ ଜବାବ ରଖିଲା ବିଜେଡି । ଧାନ ପ୍ରସଙ୍ଗରେ ପ୍ରେସମିଟ୍ କରି ବିଜେପିକୁ ଟାର୍ଗେଟ୍ କରିଛି ବିଜେଡି । ଧାନ ବିକା ବାବଦକୁ ୨୮୫୦ କୋଟି ଦେଇନାହିଁ କେନ୍ଦ୍ର । ଧାନ ଉତ୍ପାଦନରେ ଓଡ଼ିଶା ଦେଶରେ ଅଗ୍ରଣୀ ରାଜ୍ୟ । ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ

ଭଦ୍ରକ ଜିଲ୍ଲା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଭଦ୍ରକ: ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଷୁଡ଼ି ପଡ଼ିଛି, ମହିଳା ଓ ଶିଶୁ ଆଜି ଅସୁରକ୍ଷିତ, ରାଜ୍ୟରେ ଏବେ ଶାସକ ଦଳର ଚାଲିଛି ଦମନ ଲୀଳା , ଯେଉଁଠି ରାଜ୍ୟର ପିସିସି ସଭାପତି ଉପରେ ମରଣାନ୍ତକ ଆକ୍ରମଣ ହେଉଛି ସେଠି ସାଧାରଣ ଜନତା କେତେ ସୁରକ୍ଷିତ ବୋଲି ପ୍ରଶ୍ନ କରିଛି କଂଗ୍ରେସ |

ବିଜେପିକୁ ପିସିସି ସଭାପତିଙ୍କ ଟାର୍ଗେଟ

କେନ୍ଦୁଝର: ଗାଡି ଉପରେ ଆକ୍ରମଣ ଘଟଣାକୁ ନେଇ ବିଜେପିକୁ ଟାର୍ଗେଟ କଲେ ପିସିସି ସଭାପତି । ଆକ୍ରମଣ ପଛରେ ବିଜେପି ଯୁବ ମୋର୍ଚ୍ଚାର ହାତ ଥିବା ନିରଞ୍ଜନ ଅଭିଯୋଗ କରିଛନ୍ତି । ଏନେଇ ନିରଞ୍ଜନ ଟୁଇଟ ମଧ୍ୟ କରିଛନ୍ତି । ରାଜନୈତିକ ଉଦ୍ଦେଶ୍ୟ ରଖି ଏଭଳି ଆକ୍ରମଣ କରାଯାଇଥିବା ପିସିସି ସଭାପତି

ହାତକୁ ହାଣି ଲୁଟି ନେଲେ ୪ ଲକ୍ଷ

ନବରଙ୍ଗପୁର: ଦିନ ଦ୍ୱିପହରେ ବ୍ୟବସାୟୀଙ୍କ ହାଣି ଲୁଟି ନେଲେ ୪ ଲକ୍ଷ ଟଙ୍କା। ଏହି ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚକଲାପଦର ଗାଁ ନିକଟରେ। ବ୍ୟବସାୟୀ ରାଜେନ୍ଦ୍ର ଯାଦବ ଏକ ବ୍ୟାଗରେ ୪ ଲକ୍ଷ ଟଙ୍କା ନେଇ ବାଇକରେ ଚଚ୍ଚା ଗାଁରୁ କଙ୍ଗରା ଗାଁ ନିକଟସ୍ଥ ଏକ ବଜାରକୁ

ଗାଁ ସାଥୀଙ୍କୁ ନିର୍ମମ ହତ୍ୟା: ଶାଶୂ-ଜ୍ୱାଇଁ ଗିରଫ

ସୁନ୍ଦରଗଡ଼: ଗାଁ ସାଥୀଙ୍କୁ ନିର୍ମମ ହତ୍ୟା ଘଟଣାର ପର୍ଦ୍ଦାଫାସ | ୨ ଜଣଙ୍କୁ ଗିରଫ କଲା ପୋଲିସ । ଏହି ଘଟଣାରେ ସୁନ୍ଦରଗଡ଼ ଟାଉନ୍ ଥାନା ପୁଲିସ୍ ଜଣେ ମହିଳା ଓ ତାଙ୍କ ଜ୍ୱାଇଁଙ୍କୁ ଗିରଫ କରିଛି। ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ ଏନେଇ ସୂଚନା ପ୍ରଦାନ କରିଛନ୍ତି ।ସୁନ୍ଦରଗଡ଼ର ଗାଁ ସାଥୀ

ଭାରତ ପାଇଁ ୩୨୮ ରନ୍‌ର ଟାର୍ଗେଟ୍

ବ୍ରିସବେନ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନରେ ଖେଳାଯାଉଥିବା ଚତୁର୍ଥ ନିର୍ଣ୍ଣାୟକ ଟେଷ୍ଟରେ ଅଷ୍ଟ୍ରେଲିଆ ୨୯୪ ରନରେ ଅଲଆଉଟ୍ । ଏହାସହ ଭାରତକୁ ବିଜୟ ପାଇଁ ୩୨୮ ରନ୍‌ର ଟାର୍ଗେଟ୍ ଦେଇଛି । ସୂଚନାନୁଯାୟୀ, ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୩୬୯ରନ୍‌ରେ ଅଲ୍ଆଉଟ୍‌ ହୋଇଥିବା ବେଳେ

ରାଜ୍ୟରେ ଆଉ ୧୩୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୪୪୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ