Odia News Portal
Browsing Tag

latest odia news

ନିରଞ୍ଜନଙ୍କୁ ଆକ୍ରମଣ ଉଦ୍ୟମ: ଜଣେ ଅଟକ

କେନ୍ଦୁଝର: ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣାରେ ଜଣେ ଅଟକ । ଜଣକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ୍ । ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ମହାନ୍ତିଙ୍କୁ ଅଟକ ରଖିଛି ଟାଉନ ଥାନା ପୋଲିସ୍ | ଅନ୍ୟମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ପୋଲିସ ଚଢାଉ ଜାରି ରଖିଛି । ତେବେ ନିରଞ୍ଜନଙ୍କ ସୁରକ୍ଷା

ଆଜିଠୁ ପୁଣି ରାଜ୍ୟରେ ଟିକାକରଣ

ଭୁବନେଶ୍ବର: ଆଜିଠୁ ପୁଣି କରୋନା ଟିକାକରଣ କାର୍ଯ୍ୟକ୍ରମ ଚାଲୁ କରାଯିବ। ପ୍ରତ୍ୟେକ ସରକାରୀ ଓ ବେସରକାରୀ ମେଡିକାଲ କଲେଜ ସହିତ ଜିଲ୍ଲା ଚିକିତ୍ସାଳୟରେ ଟିକାକରଣ କରାଯିବ । ଏଥର ଶହେ ବଦଳରେ ଗୋଟିଏ କେନ୍ଦ୍ରରେ ୨ ଶହ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ପ୍ରଥମ ଦିନର ଟିକାକରଣ

ଶ୍ରମିକ ନେତା ଲଲିତ ନାୟକଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ଶ୍ରମିକ ନେତା ଲଲିତ ନାୟକଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ‌ ଏମ୍ସ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ସୋମବାର ଦିନ ସକାଳ ୫.୩୦ରେ ଲଳିତଙ୍କ ପରଲୋକ ହୋଇଯାଇଛି । ସୂଚନା ଅନୁଯାୟୀ, ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ

ପିସିସି ସଭାପତିଙ୍କୁ ଆକ୍ରମଣ ଉଦ୍ୟମ

ଭୁବନେଶ୍ବର: ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଡଦ୍ୟମ ହୋଇଥିବା ଜଣାପଡ଼ିଛି। ନିରଞ୍ଜନଙ୍କ ଗାଡ଼ି ଅଟକାଇ ୪ ଦୁର୍ବୃତ୍ତ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। କେନ୍ଦୁଝରର କାଶୀପୁରରେ ଏହି ଆକ୍ରମଣ ଉଦ୍ୟମ ହୋଇଛି। ତେବେ ଏନେଇ ନିରଞ୍ଜନଙ୍କ ପିଏସଓ ଓ ଡ୍ରାଇଭର ଟାଉନ୍‌

ଖୋଲିଲା ମା’ ତାରିଣୀ ମନ୍ଦିର

କେନ୍ଦୁଝର: ଆଜିଠୁ ଖୋଲିଲା ଘଟଙ୍ଗାଁ ମା ତାରିଣୀ ମନ୍ଦିର ।ମନ୍ଦିର ଖୋଲିବା ସହ ମାଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । କରୋନା କଟକଣା ପରଠାରୁ ବନ୍ଦ ରହିଥିବା ରାଜ୍ୟର ପ୍ରାୟ ସମସ୍ତ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲି ସାରିଥିବା ବେଳେ ଆଜିଠାରୁ ଖୋଲିଲା ଘଟଗାଁ ସ୍ଥିତ ମା’ ତାରିଣୀଙ୍କ

ଓଲଟିଲା ଗୋରୁ ବୋଝେଇ ଗାଡି

ଭଦ୍ରକ: ଓଲଟିଲା ବେଆଇନ ଗୋରୁ ବୋଝେଇ ଗାଡି । ଦୁର୍ଘଟଣାରେ ୫ ଗୋରୁ ମୃତ । ଭଦ୍ରକ-ଧାମନଗର ରାସ୍ତା ଭଣ୍ଡାରୀପଦି ଛକ ନିକଟରେ ଦୁର୍ଘଟଣା ଘଟିଛି । ଚାଲାଣ ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ । ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ୫ ଗାଈଙ୍କ ମୃତ୍ୟୁ ହୋଇଛି ।

୫-ଟି ସଚିବଙ୍କ ସ୍କୁଲ ପରିଦର୍ଶନ

ଭୁବନେଶ୍ବର: ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ । ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ । ଶିକ୍ଷକ ଓ ସ୍କୁଲ ପରିଚାଳନା କମିଟି ସହ ବିଭିନ୍ନ ପ୍ରସଙ୍ଗ ନେଇ ୫-ଟି ସଚିବ ଆଜି ଆଲୋଚନା କରିଛନ୍ତି । ଗସ୍ତ ସମୟରେ ୫-ଟି ସଚିବଙ୍କ ସହ ବିଏମ୍‌ସି କମିଶନର

ରବିବାର କରନ୍ତୁ ସୂର୍ଯ୍ୟଦେବଙ୍କ ଆରାଧନା

ଭୁବନେଶ୍ବର: ରବିବାର ଦିନଟି ସୂର୍ଯ୍ୟଦେବଙ୍କୁ ସମର୍ପିତ। ରବିବାର ଦିନ ସୂର୍ଯ୍ୟ ଦେବଙ୍କ ଉପାସନା କଲେ ଶୁଭ ଫଳ ମିଳିଥାଏ। ସେଥିପାଇଁ ରବିବାର ବିଶେଷ ଉପାୟରେ ସୂର୍ଯ୍ୟଦେବଙ୍କ ପୂଜା କରାଯାଇଥାଏ। ସପ୍ତାହର ଅନ୍ୟ ଦିନମାନଙ୍କରେ ସୂର୍ଯ୍ୟଦେବଙ୍କୁ ଜଳ ଅର୍ପଣ ନ କରିପାରିଲେ ରବିବାର ଦିନ ନିଶ୍ଚୟ

ହୃଦଘାତରେ ପାଣ୍ଡ୍ୟା ବ୍ରଦର୍ସଙ୍କ ପିତାଙ୍କ ନିଧନ

ନୂଆଦିଲ୍ଲୀ: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଓ କୁନାଲ ପାଣ୍ଡ୍ୟାଙ୍କ ପିତା ହିମାଂଶୁ ପାଣ୍ଡ୍ୟାଙ୍କର ଶନିବାର ଦିନ ଦେହାନ୍ତ ହୋଇଛି। ହୃଦଘାତ କାରଣରୁ ଶନିବାର ସକାଳୁ ତାଙ୍କର ଦେହାନ୍ତ ହୋଇଛି। ସଚିନ ତେନ୍ଦୁଲକର ହିମାଂଶୁ ପାଣ୍ଡ୍ୟାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି

ଫିଲ୍ମ ଷ୍ଟାଇଲରେ ପୋଲିସ ଡକାୟତ ମୁହାଁମୁହିଁ

ବଲାଙ୍ଗୀର: ଜଙ୍ଗଲ ରାସ୍ତାରେ ପୋଲିସ ଡକାୟତ ମୁହାଁମୁହିଁ । ଫିଲ୍ମ ଷ୍ଟାଇଲରେ ବନ୍ଧୁକକୁ ଖାତିର ନକରି ଡକାୟତଙ୍କର ସାମ୍ନା କରିଛି ପୋଲିସ । ସ୍ଥାନୀୟ ଲୋକେ ମଧ୍ୟ ପୋଲିସକୁ ସାହାରା ଦେଇ ହାତରେ ଢେଲା ଧରି ଛିଡ଼ା ହୋଇଛନ୍ତି । ଡ଼କାୟତ ବନ୍ଧୁକ ଧରି ଫୁଟାଇ ଦେବାକୁ କହୁଥିଲେ ମଧ୍ୟ ପୋଲିସର ଭୟ