ଆଉ ୨ମୁଣ୍ଡ ନେଲା ମହାମାରୀ
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ!-->…
