Odia News Portal
Browsing Tag

latest odia news

ବ୍ରେନ୍‌ ମ୍ୟାପିଂ ଟେଷ୍ଟ ପାଇଁ ଅମଙ୍ଗ ସରୋଜ

ନୟାଗଡ଼: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକର ବ୍ରେନ୍‌ ମ୍ୟାପିଂ ପାଇଁ ଅମଙ୍ଗ | ଆଜି ଏସ୍‌ଆଇଟିର ବ୍ରେନ୍‌ ମ୍ୟାପିଂ ଆବେଦନ ଉପରେ ଶୁଣାଣି ହୋଇଥିଲା । ଅଭିଯୁକ୍ତକୁ ଅନୁଗୁଳସ୍ଥିତ ବାଳସୁଧାର ଗୃହରୁ ଅଣାଯାଇ ଜୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡ(ଜେଜେବି)ରେ ହାଜର କରାଯାଇଥିଲା

ଚାଇନିଜ୍ ମାଞ୍ଜା ଓ କାଚ ଲଗା ସୂତା ବ୍ୟାନ୍

କଟକ: ଆସନ୍ତାକାଲି ମକର ସଂକ୍ରାନ୍ତି । ତେବେ ମକର ସଂକ୍ରାନ୍ତି ପୂର୍ବରୁ ଆକ୍ସନ ମୁଡ଼କୁ ଆସିଛି କଟକ ମ୍ୟୁନିସିପାଲ୍ କର୍ପୋରେସନ୍ | ମକର ସଂକ୍ରାନ୍ତିକୁ ଆଖିରେ ରଖି ସିଏମସି ବଡ଼ ନିଷ୍ପତ୍ତି ନେଇଛି। ଗୁଡ଼ି ଉଡ଼ାରେ ବ୍ୟବହୃତ ଚାଇନିଜ୍ ମାଞ୍ଜା ଉପରେ ବ୍ୟାନ୍ ଲଗାଇଛି ସିଏମସି । ଏହାଛଡ଼ା କାଚ

ମାଗଣାରେ ନୁହେଁ,୧ଟଙ୍କାରେ ମିଳିବ ଅନ୍ନପୂର୍ଣ୍ଣା ଖାଦ୍ୟ

ଭୁବନେଶ୍ୱର: ଅନ୍ନପୂର୍ଣ୍ଣା ଯୋଜନାରେ ମିଳିବ ନାହିଁ ମାଗଣାରେ ଖାଦ୍ୟ । ଏଥିନିମନ୍ତେ ଲୋକଙ୍କୁ ଦେବାକୁ ପଡ଼ିବ ୧ ଟଙ୍କା । ରାଜ୍ୟ ସରକାରଙ୍କ ‘ଆହାର’ ଯୋଜନାକୁ କାଉଣ୍ଟର କରିବ। ନିମନ୍ତେ କିଛି ଦିନ ପୂର୍ବେ ବିଜେପି ନେତ୍ରୀ ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଘୋଷଣା କରିଥିଲେ

ରାଜ୍ୟରେ ଆଉ ୨୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

କୋଭିସିଲ୍ଡ ପରେ ପହଞ୍ଚିଲା କୋଭାକ୍ସିନ୍

ଭୁବନେଶ୍ୱର: କରୋନା ଟିକା କୋଭିସିଲ୍ଡ ପରେ ଆସିଲା କୋଭାକ୍ସିନ । ଓଡ଼ିଶାରେ ପହଞ୍ଚିଲା କୋଭାକ୍ସିନ ଟିକା । କୋଭାକ୍ସିନ ଟିକା ହାଇଦ୍ରାବାଦରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛି । ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଆଜି ସକାଳେ ଆସି ପହଞ୍ଚି ଥିଲା । ପ୍ରଥମ

ଓଲଟିଲା ପୋଲିସ ଭ୍ୟାନ୍, ୫ ଆହତ

ବ୍ରହ୍ମପୁର: ଓଲଟି ପଡ଼ିଲା ପୋଲିସ ଗାଡି | ଦୁର୍ଘଟଣାରେ ୫ ପୋଲିସ କର୍ମଚାରୀ ଆହତ । ଗଞ୍ଜାମ ଜିଲ୍ଲା ଛତ୍ରପୁର ତାମ୍ପରା ୧୬ ନମ୍ବର ରାଜପଥ ଉପରେ ଘନ କୁହୁଡି ଯୋଗୁଁ ଭାରସାମ୍ୟ ହରାଇ ଓଲଟିଥିବା ଗ୍ୟାସ ବୋଝେଇ ଟ୍ୟାଙ୍କର ଉଠାଇବା ପାଇଁ ରସି ଆଣିବା ପାଇ ଯାଉଥିବା ପୋଲିସ ଗାଡି ଓଲଟି ୫ ଜଣ

ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର

ବ୍ରହ୍ମପୁର: ଭାରସାମ୍ୟ ହରାଇ ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର । ୧୬ ନମ୍ୱର ଜାତୀୟ ରାଜପଥ ତାମ୍ପରା ନିକଟରେ ଘଟିଛି ଦୁର୍ଘଟଣା । ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି |ସେହିଭଳି ସୁରକ୍ଷାକୁ ଦୃଷ୍ଟିରେ ରଖି ଜାତୀୟ ରାଜପଥର ଦୁଇ ପାର୍ଶ୍ୱକୁ ସିଲ୍

ଓଲଟିଲା ଯାତ୍ରୀବାହୀ ବସ୍, ୨ ଗୁରୁତର

କଳାହାଣ୍ଡି: ଘାଟିରେ ଓଲଟିଲା ବସ୍ । କଳାହାଣ୍ଡି ଜିଲ୍ଲା ଆମପାଣି ଘାଟିରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ୨ ଗୁରୁତର । ଆଜି ଭୋରୁ ଭୁବନେଶ୍ୱରରୁ ମାଲକାନଗିରି ଯାଉଥିବା ଯାତ୍ରୀବାହୀ ବସ ଦିଲଖୁସ ଆମପାଣି ଘାଟି ପ୍ରଥମ ବୁଲାଣି ରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।ଦୁର୍ଘଟଣାରେ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ତଦାରଖ

କଳାହାଣ୍ଡି: ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ କଳାହାଣ୍ଡି ଗସ୍ତ କରି ଇନ୍ଦ୍ରାବତୀ ମେଗା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାୟ ୮୦୦ କୋଟି ଟଙ୍କାରେ ନିର୍ମିତ ହୋଇଛି ଇନ୍ଦ୍ରାବତୀ ପ୍ରକଳ୍ପ ।ଏହି ପ୍ରକଳ୍ପ ଦ୍ୱାରା କଳାହାଣ୍ଡି ଜିଲ୍ଲାର ଧର୍ମଗଡ,