ଓଡ଼ିଶାରେ ପହଞ୍ଚିଲା କରୋନା ଟିକା
ଭୁବନେଶ୍ୱର: ଆସିଲା ବଡ଼ ଖୁସି ଖବର | ଓଡ଼ିଶାରେ ଆସି ପହଞ୍ଚିଲା କରୋନା ଟିକା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା କୋଭିସିଲ୍ଡ ଟିକା । ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ଟିକା ଆସିଥିବା ବେଳେ ଏହା ଏବେ ଓଡ଼ିଶାରେ ପହଞ୍ଚିଛି । ପ୍ରାଥମିକ ପର୍ଯ୍ୟାୟରେ ଓଡ଼ିଶାକୁ ୪୦ ହଜାର ୮୦୦ ବୋଟଲ ପଠାଇଛି!-->…
