Odia News Portal
Browsing Tag

latest odia news

ସିଡନୀ ଟେଷ୍ଟରେ ଲଜ୍ଜାଜନକ ଘଟଣା

ସିଡନୀ: ସିଡନୀ ଟେଷ୍ଟରେ ଭାରତୀୟ ଖେଳାଳିଙ୍କୁ ଅପମାନ । ତୃତୀୟ ଦିନରେ ଭାରତୀୟ ଖେଳାଳିଙ୍କୁ ଜାତିଗତ ଟିପ୍ପଣୀ କରିଥିବା ଅଭିଯୋଗ ପରେ ଘଟଣା ଏବେ ଚର୍ଚ୍ଚା ସୃଷ୍ଟି କରିଛି । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଖେଳା ଯାଉଥିବା ମ୍ୟାଚ୍‌ ସମୟରେ ଗ୍ୟାଲେରୀରେ ବସିଥିବା କିଛି ଦର୍ଶକ ଦୁଇ

ରାଜ୍ୟରେ ଆଉ ୨୬୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ କରୋନା ସଂକ୍ରମିତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୮୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

୨୧ରୁ ହଟିବ କୋଭିଡ ରିପୋର୍ଟ କଟକଣା

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ କୋହଳ ହେଲା କଟକଣା। ଆସନ୍ତା ୨୧ରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ । ଏଣିକି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ ଆବଶ୍ୟକ ହେବନାହିଁ କୋଭିଡ ନେଗେଟିଭ୍ ରିପୋର୍ଟ । ବିନା କୋଭିଡ ନେଗେଟିଭ୍ ରିପୋର୍ଟରେ କାଳିଆ

ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ

ଅନୁଗୁଳ: ଜନ୍ମମାଟିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ|ଆଜି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିନିକିଆ ଅନୁଗୁଳ ଗସ୍ତ କରିଛନ୍ତି । ନିଜ ପୈତୃକ ଗାଁ ନାଲମରେ ପହଁଚିଛନ୍ତି କେନ୍ଦ୍ରମନ୍ତ୍ରୀ । ତାଙ୍କ ସହିତ ତାଙ୍କ ସମସ୍ତ ପରିବାର ସଦସ୍ୟ

ଜାଣନ୍ତୁ କେଉଁ ମନ୍ତ୍ରୀଙ୍କର କେତେ ସମ୍ପତ୍ତି ?

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ଏବେ ସବୁ ମନ୍ତ୍ରୀ ଦେଇଛନ୍ତି ନିଜ ନିଜର ସମ୍ପତ୍ତି ତାଲିକା |ତେବେ ଗତବର୍ଷ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ନିଜ ସମ୍ପତ୍ତିର ତାଲିକା ଦେଇଛନ୍ତି ବିଜେଡ଼ି ସୁପ୍ରିମୋ ତଥା ରାଇଜର ମୁଖିୟା ନବୀନ ପଟ୍ଟନାୟକ । ସିଏମଓ ୱେବ୍‌ସାଇଟ୍‌ରେ

ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ଇଣ୍ଡୋନେସିଆ ଯାତ୍ରୀବାହୀ ବିମାନ ଧ୍ୱଂସ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ମୃତକଙ୍କ ପରିବାରଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଗତକାଲି ଇଣ୍ଡୋନେସିଆର ଶ୍ରୀବିଜୟା ଏୟାରଲାଇନ୍ସର ବୋଇଂ ୭୩୭-୫୦୦ ବିମାନଟି ନିଖୋଜ

ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ସମ୍ପତ୍ତିର ତାଲିକା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆର୍ଥିକ ବର୍ଷ ୨୦୧୯-୨୦୨୦ ପର୍ଯ୍ୟନ୍ତ ଏହି ତାଲିକା ସିଏମଓ ୱେବସାଇଟରେ ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ତାଲିକା ଏଥିରେ ରହିଛି । ତଥ୍ୟ ଅନୁସାରେ, ଦିଲ୍ଲୀରେ ନବୀନ

କହୁ କହୁ କହିଦେଲା କ୍ରାଇମ୍ ଷ୍ଟୋରି ….

ଭୁବନେଶ୍ୱର: ୬ ମାସ ତଳର ମର୍ଡର ମିଷ୍ଟ୍ରିର ପର୍ଦ୍ଦାଫାଶ । କହୁ କହୁ ସାଥି ଅନ୍ତେବାସୀଙ୍କ ନିକଟରେ ସତ କହିଦେଇଥିଲା ଅଭିଯୁକ୍ତ । ଜେଲର ଚାରିକାନ୍ଥ ଭିତରେ ନିଜ କଳା କାରନାମାର ପର୍ଦ୍ଦାଫାସ କରିଛି ନୟାପଲ୍ଲୀ ତୁଳସୀ ଦେଈ ହତ୍ୟାକାଣ୍ଡର ଅଭିଯୁକ୍ତ ।ପ୍ରେମିକାକୁ ଖୁସି କରିବାକୁ ଲୁଟ୍ କରି

ଉଡ଼ାଣର ୪ମିନିଟ ପରେ ହଜିଲା ବିମାନ

ଇଣ୍ଡୋନେସିଆ: ଉଡ଼ାଣ କରିବାର ୪ମିନିଟ ପରେ ମଝି ଆକାଶରୁ ହଜିଲା ବିମାନ | ଇଣ୍ଡୋନେସିଆର ଶ୍ରୀୱିଜୟା ବିମାନ ଉଡ଼ାଣ କରିବାର ୪ମିନିଟ ପରେ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି । ଉଡ଼ାଣର ୪ମିନିଟ ପରେ ପାଇଲଟଙ୍କ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଏବେ ବିମାନକୁ ଖୋଜିବା ଆରମ୍ଭ

ଘରେ ପଶିଲା ସ୍କର୍ପିଓ, ଜଣେ ମୃତ

ନୂଆପଡ଼ା: ଘର ଭିତରେ ପଶିଗଲା ସ୍କର୍ପିଓ । ଘରେ ସ୍କର୍ପିଓ ପଶିଯିବା ଫଳରେ ଘର ଭିତରେ ଥିବା ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଏହିଭଳି ସାଙ୍ଘାତିକ ଦୁର୍ଘଟଣା ନୂଆପଡ଼ା ଜିଲ୍ଲା ଖଡିଆଳ ଥାନା ଅଞ୍ଚଳରେ ଘଟିଛି । ଖଡିଆଳ-ବୋଡେନ ରାସ୍ତା ପାର୍ଶ୍ୱ