Odia News Portal
Browsing Tag

latest odia news

ପୁଣି ଫେରିଲା କଣ୍ଟେନମେଣ୍ଟ କଟକଣା

ଆଠଗଡ଼: ଆଠଗଡ଼କୁ ପୁଣି ଫେରିଲା କଣ୍ଟେନମେଣ୍ଟ କଟକଣା । କଟକ ଜିଲ୍ଲା ଆଠଗଡ଼ ବ୍ଳକ୍‌ ରାଧାକୃଷ୍ଣପୁର ଖଣ୍ଡୁଆଳି ଗାଁରେ ୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୬ ଜଣଙ୍କ ମଧ୍ୟରେ ୬ଜଣ ମହିଳା, ୫ଜଣ ପୁରୁଷଙ୍କ ସମେତ ୫ ଛୁଆ ଥିବା ସୂଚନା ମିଳିଛି । ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ ପାଇଁ

ଜଗା ଦର୍ଶନ ପାଇଁ କାନ୍ଦିଲେ ଲକ୍ଷ୍ମୀ

ପୁରୀ: ଜଗନ୍ନାଥଙ୍କୁ ଟିକେ ଆଖିଭରି ଦେଖିବା ପାଇଁ କାନ୍ଦିଲେ ଲକ୍ଷ୍ମୀ| ଆଜି ଶ୍ରୀମନ୍ଦିର ସମ୍ମୁଖରେ କିଛି ଏପରି କହି କାନ୍ଦୁଥିଲେ ଲକ୍ଷ୍ମୀ | ଦୀର୍ଘ ୯ ମାସ ହେଲା ମୋ କାଳିଆ ଠାକୁରଙ୍କୁ ମୁଁ ଦେଖିପାରିନି। ମୋର ଧନ ରତ୍ନ କିଛି ଦରକାର ନାହିଁ। ଜୀବନର ଶେଷ ସମୟରେ ମୁଁ ଆସି ପହଞ୍ଚିଲିଣି

୧୬ରୁ ଦେଶରେ ଟିକାକରଣ

ନୂଆଦିଲ୍ଲୀ: ଜାନୁଆରୀ ୧୬ରୁ ସାରା ଦେଶରେ ଟିକାକରଣ । ଜାନୁଆରୀ ୧୬ ତାରିଖରୁ ସମଗ୍ର ଦେଶରେ ଟିକାକରଣ ଆରମ୍ଭ ହେବ। ପ୍ରଥମେ ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କରୋନା ଯୋଦ୍ଧାଙ୍କୁ ଦିଆଯିବ ଟିକା । ପ୍ରଥମ ପର୍ଯ୍ୟାୟରେ ଦେଶରେ ପ୍ରାୟ ୩ କୋଟି ଲୋକଙ୍କୁ କରୋନା ଟିକା ଦିଆଯିବାର ଯୋଜନା କରାଯାଇଛି ।

ତାସ୍‌ ଖେଳରୁ ନିର୍ମମ ହତ୍ୟା !

ନୀଳଗିରି: ଝିମିଟି ଖେଳରୁ ମହାଭାରତ । ତାସ୍‌ ଖେଳରୁ ନିର୍ମମ ହତ୍ୟା | ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ତୈଲାସାହି ନିକଟରେ ଘଟିଛି ଏହି ଭଳି ଅଭାବନୀୟ ଘଟଣା । ଏନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ମିତ୍ରପୁର ନିକଟ

ପୋଲିସ ଉପରକୁ ବୋମାମାଡ଼,ଜଣେ ଆହତ

ଆଠଗଡ଼: ପୋଲିସ ଉପରକୁ ବୋମାମାଡ଼। ଜଣେ କନଷ୍ଟେବଲ ଆହତ। ଘଟଣାଟି ଘଟିଛି ଆଠଗଡ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳଭାଗ ଗାଁରେ । ଏହି ଗାଁରେ ଏକ ସିମେଣ୍ଟ କାରଖାନାକୁ ବିଦ୍ୟୁତ୍ ସଂଯୋଗ ନେଇ ଉତ୍ତେଜନା ଦେଖା ଦେଇଛି । ଟାୱାର ଲାଇନ୍ ଟଣା ହେଉଥିବା ବେଳେ ଯେଉଁମାନଙ୍କ ଚାଷ ଜମି ଉପର ଦେଇ ଲାଇନ୍

ଆଉ ଜଣକ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବିନ୍ଦୁସାଗର: ଶ୍ରେୟ ନେବାକୁ ନାରାବାଜି ସହ ଧସ୍ତାଧସ୍ତି

ଭୁବନେଶ୍ୱର: ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ ଉଦଘାଟନ ଅବସରରେ ନାରାବାଜିର ପ୍ରତିଯୋଗିତା । ଲିଙ୍ଗରାଜ ମନ୍ଦିର ଦର୍ଶନ ପାଇଁ ପହଁଚିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ବିଜୁ ଜନତା ଦଳର ସମର୍ଥକ ନବୀନ ପଟ୍ଟନାୟକ ଜିନ୍ଦାବାଦ ନାରାବାଜି କରିଥିଲେ । ପୁରା ଅଞ୍ଚଳ ନବୀନ

୧୫ଶହରୁ ଅଧିକ ବସ୍ତା ଧାନ ପୋଡି ପାଉଁଶ

ଚାନ୍ଦବାଲି: ଗୋଦାମରେ ନିଆଁ ଲାଗି ଜଳିଗଲା ୧୫ ଶହରୁ ଅଧିକ ବସ୍ତା ଧାନ । ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଜଣେ ଧାନ ବ୍ୟବସାୟୀଙ୍କ ଗୋଦାମରେ ଘଟିଛି ଏହି ଭୟାବହ ଅଗ୍ନିକାଣ୍ଡ ତେବେ ଘଟଣାରେ ସବୁ ଧାନ ପୋଡ଼ି ଯାଇଛି। । ସହରର ଶାସ୍ତ୍ରୀଘାଟ ସ୍ଥିତ ଗୋଦାମରେ ନିଆଁ ଲାଗିଥିବା ବେଳେ ଗୋଦାମରେ ଥିବା