ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା
ହସ୍ପିଟାଲରେ ଲାଗୁ ହେବ ବାୟୋମେଟ୍ରିକ ବ୍ୟବସ୍ଥା । ଡାକ୍ତର, ନର୍ସ ଓ କର୍ମଚାରୀଙ୍କ ଉପସ୍ଥିତି ଜାଣିବା ପାଇଁ ଏହାକୁ ଲଗାଯିବ । ଏହି ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତ। ୨୦୨୩-୨୪ ଆର୍ଥିକ ବର୍ଷରୁ ପାଇଲଟ ପ୍ରକଳ୍ପ ଆଧାରରେ ରାଜ୍ୟର ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ!-->…
