ରାଜ୍ୟରେ ଆଉ ୨୪୫ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୩୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ!-->…
