Odia News Portal
Browsing Tag

latest odia news

ଗ୍ୟାସ୍ ଲିକ୍ ଟ୍ରାଜେଡ଼ି : ପୁଣି ଜଣେ ନିଲମ୍ବିତ

ରାଉରକେଲା : ଗତକାଲି ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ ଯୋଗୁଁ ୪ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାରେ ୧୦ ଜଣ ଅସୁସ୍ଥ ମଧ୍ୟ ହୋଇପଡ଼ିଥିଲେ। ଏହି ଘଟଣାରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସିଇଓ ଗତକାଲି ୨ ଡିଜିଏମଙ୍କୁ ନିଲମ୍ବିତ କରିଥିବା ବେଳେ ଆଜି ସେଫ୍ଟି

ରାଜ୍ୟ ସରକାରଙ୍କୁ ଟାର୍ଗେଟ

କଟକ : ମାହାଙ୍ଗା ବିଜେପି ନେତାଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ପ୍ରଭାରୀ ଡି ପୁରନ୍ଦେଶ୍ୱରୀ । ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ କାହିଁକି ଗିରଫ କରାଯାଉନାହିଁ ବୋଲି ପ୍ରଶ୍ନ ପଚାରିଛନ୍ତି ପୁରନ୍ଦେଶ୍ୱରୀ । ଏତଲାରେ ମନ୍ତ୍ରୀଙ୍କ ନାଁ ଥିବା ବେଳେ ପୁଲିସ

୨୦ ଲକ୍ଷ ଟଙ୍କାର ଧଳା ଜହର ଜବତ

ପୁରୀ : ଆଜି ପୁରୀରୁ ବିପୁଳ ପରିମାଣର ବ୍ରାଉନସୁଗର ଜବତ ହୋଇଛି। ସିଦ୍ଧ ମହାବୀର ଲେବୁଲ କ୍ରସିଂରୁ ୨୦୦ ଗ୍ରାମ ବ୍ରାଉନସୁଗର ଅବକାରୀ ବିଭାଗ ଦ୍ୱାରା ଜବତ କରାଯାଇଛି । ଯାହାର ମୂଲ୍ୟ ଅନୁମାନିକ ୨୦ ଲକ୍ଷ ଟଙ୍କା ହେବ । ଏହି ଘଟଣାରେ ୨ ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରିଛି ପୋଲିସ । ଗିରଫ

ବାର୍ଡ ଫ୍ଲୁ ଆତଙ୍କ: ଖୋର୍ଦ୍ଧାରେ କୁକୁଡ଼ା ମଡ଼କ

ଖୋର୍ଦ୍ଧା : ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ଖେଳାଇଛି । ଗତକାଲି ପର୍ଯ୍ୟନ୍ତ ଓଡ଼ିଶାରେ ବାର୍ଡ ଫ୍ଲୁ ହୋଇ ନଥିବା ନେଇ ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିବା ବେଳେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ଆସିଛି କୁକୁଡ଼ା ମଡ଼କର ଖବର। ସୂଚନାନୁଯାୟୀ, ବେଗୁନିଆର ବଡ଼ବେରଣ ଗାଁରେ ଏକ ଫାର୍ମରେ

ଡବଲ୍ ମର୍ଡର: ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି

କଟକ : ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଉ ଜଣେ ଗିରଫ | ଏହାସହ ଗିରଫଦାରୀ ସଂଖ୍ୟା ୬ରେ ପହଞ୍ଚି ଥିବା ବେଳେ ଏବେ ବି ୪ ଅଭିଯୁକ୍ତଙ୍କୁ ଖୋଜୁଛି ପୁଲିସ । ୫ ତାରିଖରେ ପୁଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଗତକାଲି ଆଉଜଣେ ଅଭିଯୁକ୍ତକୁ ଭୁବନେଶ୍ୱରରୁ ଗିରଫ କରାଯାଇଥିଲା । ମଙ୍ଗଳବାର

ଘୋଷଣା ହେଲା ୧୧ ଜଣିଆ ଭାରତୀୟ ଦଳ

ସିଡନୀ: ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ । ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଆଜି ୧୧ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି । ତୃତୀୟ ଟେଷ୍ଟ ମ୍ୟାଚରେ ମୟଙ୍କ ଅଗ୍ରୱାଲଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ତାଙ୍କ ସ୍ଥାନରେ ରୋହିତ ଶର୍ମା ଦଳକୁ ଫେରିଛନ୍ତି । ସେହିପରି ଏହି ଟେଷ୍ଟ ମ୍ୟାଚରେ

ଆଗାମୀ ୨ ମାସ ସତର୍କ ରୁହ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଟିକାକରଣ ପାଇଁ ଓଡିଶା ପ୍ରସ୍ତୁତ । କୋଭିଡ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ସମୀକ୍ଷା ଅବସରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠୁ ନେଇ ଧର୍ମାନୁଷ୍ଠାନ ପର୍ଯ୍ୟନ୍ତ ଖୋଲିଥିବା ବେଳେ ଖୁବଶୀଘ୍ର

ଓଡ଼ିଶାରେ ନାହିଁ ବାର୍ଡ ଫ୍ଲୁ ଭୟ

ଭୁବନେଶ୍ୱର : ରାଜ୍ୟରେ ନାହିଁ ବାର୍ଡ ଫ୍ଲୁ ଭୟ । ତେଣୁ ରାଜ୍ୟବାସୀ ଏହାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ । ବାର୍ଡ ଫ୍ଲୁ ସତର୍କତା ରିଭ୍ୟୁ ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଆମ ରାଜ୍ୟରେ ଏପର୍ଯ୍ୟନ୍ତ ବାର୍ଡ ଫ୍ଲୁ ଚିହ୍ନଟ ହୋଇନଥିବା ସ୍ପଷ୍ଟ କରିଛନ୍ତି

ମଦ୍ୟପ ପୋଲିସ୍ ବାବୁଙ୍କ ବର୍ବରତା

କୋରାପୁଟ : ସୀମା ଟପିଲା ବର୍ବରତା | ଚା’ ଦେବାରେ ବିଳମ୍ବ ହେବାରୁ ରାଗିଲେ ପୋଲିସ୍ ବାବୁ। ରାଗ ଉପରେ ନିୟନ୍ତ୍ରଣ ହରାଇ ବୃଦ୍ଧାଙ୍କ ପିଠିରେ ଢ଼ାଳି ଦେଲେ ଗରମ ଚାହା । ହାବିଲଦାରଙ୍କ ବିରୋଧରେ ଏମିତି ଅଭିଯୋଗ ଆଣିଛନ୍ତି ବୃଦ୍ଧା। କୋରାପୁଟ ଜିଲ୍ଲା ଦାମନଯୋଡି ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା

ଗାଈ ପାଟିରେ ଫୁଟିଲା ବୋମା

ବ୍ରହ୍ମପୁର : ଗାଈ ପାଟିରେ ଫୁଟିଲା ବୋମା | ବାର୍‌ହା ଶିକାର ପାଇଁ ବିଲରେ ବୋମା ବିଛା ଯାଇଥିବା ବେଳେ ସେହି ବୋମାକୁ ବିଲରେ ଚରୁଥିବା ଗାଈ ଖାଇ ଦେଇଥିଲା । ଯାହା ଫଳରେ ବୋମାଟି ଗାଈ ପାଟିରେ ବିସ୍ଫୋରଣ ହୋଇଥିଲା । ସଦର ଥାନା କୁକୁଡ଼ାଖଣ୍ଡି କାଳୁଆ ରୋଡ ନିକଟ ଏକ ବିଲରେ ଏହି ଭଳି ଅଭାବନୀୟ