ଅସୁସ୍ଥ ସୋନିଆ ଗାନ୍ଧୀ, ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି
କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଅସୁସ୍ଥତା କାରଣରୁ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଜ୍ୱର ହେବା କାରଣରୁ ଗୁରୁବାର ଦିନ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଏବେ ସେ ଡାକ୍ତରଙ୍କ ତତ୍ୱାବଧାନରେ ରହିଛନ୍ତି ।
ସର ଗଙ୍ଗାରାମ!-->!-->!-->…
