Odia News Portal
Browsing Tag

latest odia news

ରାଜ୍ୟରେ ଆଉ ୨୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

କୋଭିସିଲ୍ଡ ପରେ ପହଞ୍ଚିଲା କୋଭାକ୍ସିନ୍

ଭୁବନେଶ୍ୱର: କରୋନା ଟିକା କୋଭିସିଲ୍ଡ ପରେ ଆସିଲା କୋଭାକ୍ସିନ । ଓଡ଼ିଶାରେ ପହଞ୍ଚିଲା କୋଭାକ୍ସିନ ଟିକା । କୋଭାକ୍ସିନ ଟିକା ହାଇଦ୍ରାବାଦରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛି । ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଆଜି ସକାଳେ ଆସି ପହଞ୍ଚି ଥିଲା । ପ୍ରଥମ

ଓଲଟିଲା ପୋଲିସ ଭ୍ୟାନ୍, ୫ ଆହତ

ବ୍ରହ୍ମପୁର: ଓଲଟି ପଡ଼ିଲା ପୋଲିସ ଗାଡି | ଦୁର୍ଘଟଣାରେ ୫ ପୋଲିସ କର୍ମଚାରୀ ଆହତ । ଗଞ୍ଜାମ ଜିଲ୍ଲା ଛତ୍ରପୁର ତାମ୍ପରା ୧୬ ନମ୍ବର ରାଜପଥ ଉପରେ ଘନ କୁହୁଡି ଯୋଗୁଁ ଭାରସାମ୍ୟ ହରାଇ ଓଲଟିଥିବା ଗ୍ୟାସ ବୋଝେଇ ଟ୍ୟାଙ୍କର ଉଠାଇବା ପାଇଁ ରସି ଆଣିବା ପାଇ ଯାଉଥିବା ପୋଲିସ ଗାଡି ଓଲଟି ୫ ଜଣ

ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର

ବ୍ରହ୍ମପୁର: ଭାରସାମ୍ୟ ହରାଇ ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର । ୧୬ ନମ୍ୱର ଜାତୀୟ ରାଜପଥ ତାମ୍ପରା ନିକଟରେ ଘଟିଛି ଦୁର୍ଘଟଣା । ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି |ସେହିଭଳି ସୁରକ୍ଷାକୁ ଦୃଷ୍ଟିରେ ରଖି ଜାତୀୟ ରାଜପଥର ଦୁଇ ପାର୍ଶ୍ୱକୁ ସିଲ୍

ଓଲଟିଲା ଯାତ୍ରୀବାହୀ ବସ୍, ୨ ଗୁରୁତର

କଳାହାଣ୍ଡି: ଘାଟିରେ ଓଲଟିଲା ବସ୍ । କଳାହାଣ୍ଡି ଜିଲ୍ଲା ଆମପାଣି ଘାଟିରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ୨ ଗୁରୁତର । ଆଜି ଭୋରୁ ଭୁବନେଶ୍ୱରରୁ ମାଲକାନଗିରି ଯାଉଥିବା ଯାତ୍ରୀବାହୀ ବସ ଦିଲଖୁସ ଆମପାଣି ଘାଟି ପ୍ରଥମ ବୁଲାଣି ରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।ଦୁର୍ଘଟଣାରେ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ତଦାରଖ

କଳାହାଣ୍ଡି: ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ କଳାହାଣ୍ଡି ଗସ୍ତ କରି ଇନ୍ଦ୍ରାବତୀ ମେଗା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାୟ ୮୦୦ କୋଟି ଟଙ୍କାରେ ନିର୍ମିତ ହୋଇଛି ଇନ୍ଦ୍ରାବତୀ ପ୍ରକଳ୍ପ ।ଏହି ପ୍ରକଳ୍ପ ଦ୍ୱାରା କଳାହାଣ୍ଡି ଜିଲ୍ଲାର ଧର୍ମଗଡ,

ଆସୁଛି ଧୋନିଙ୍କ ନୂଆ ୱେବସିରିଜ୍

ନୂଆଦିଲ୍ଲୀ: କ୍ରିକେଟର ମହେନ୍ଦ୍ର ସିଂହ ଧୋନି କ୍ରିକେଟ୍ ମଇଦାନରେ କମାଲ କରିଥିବା ଆପଣ ବହୁ ବାର ଦେଖିଛନ୍ତି। ବର୍ତ୍ତମାନ ଧୋନି ଚାଷ କାମରେ ମଧ୍ୟ ନିଜର ଜି-ଜାନ୍ ଲଗେଇ ଦେଇଛନ୍ତି । ରାଞ୍ଚି ସ୍ଥିତ ନିଜ ଫାର୍ମ ହାଉସରେ ସେ ଅର୍ଗାନିକ ପନିପରିବା ଚାଷ କରୁଛନ୍ତି। ବଜାରରେ ଧୋନିଙ୍କ ଫାର୍ମ

ମାଟ୍ରିକ ପରୀକ୍ଷା ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦଶମ ପରୀକ୍ଷା ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀଙ୍କୁ । ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।