Odia News Portal
Browsing Tag

latest odia news

ଫେଲ୍ ହେବେ ନାହିଁ କେଜିରୁ ଅଷ୍ଟମ ଶ୍ରେଣୀ

ଭୁବନେଶ୍ୱର : କନଫିଡେରେସନ ଅଫ୍ ଓଡିଶା ପବ୍ଳିକ ସ୍କୁଲ ପକ୍ଷରୁ ଘରୋଇ ସ୍କୁଲ ଖୋଲିବା ନେଇ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ରାଜ୍ୟ ସରକାରଙ୍କ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି । କିନ୍ତୁ ଅନ୍ୟ କ୍ଳାସ ନଖୋଲିବାକୁ ବିରୋଧ କରିଛନ୍ତି । ରାଜ୍ୟରେ ଅନ୍ୟାନ୍ୟ

ଅଭିଯୁକ୍ତ ସରୋଜର ହେବ ନାର୍କୋ ଟେଷ୍ଟ!

ନୟାଗଡ଼: ଅଭିଯୁକ୍ତ ସରୋଜ ସେଠୀର ହେବ ନାର୍କୋ ଆନାଲିସିସ ଟେଷ୍ଟ | ପରୀ ମୃତ୍ୟୁ ମାମଲାରେ ଗିରଫ ଅଭିଯୁକ୍ତ ସରୋଜ ସେଠୀର ନାର୍କୋ ଟେଷ୍ଟ କରିବାକୁ ଆବେଦନ କରିଛି ଏସଆଇଟି । ନୟାଗଡ ପକ୍ସୋ କୋର୍ଟରେ ଏହି ଆବେଦନ ହୋଇଛି । ପରୀ ମୃତ୍ୟୁ ମାମଲାରେ ସରୋଜ ସେଠୀକୁ ଗିରଫ କରିସାରିଛି ଏସାଆଇଟି ।

କେନ୍ଦ୍ରରୁ ଟିକା ମିଳିବା ପରେ ରାଜ୍ୟରେ ଟିକାକରଣ

ଭୁବନେଶ୍ୱର: ଭାରତରେ ଦୁଇଟି ଟିକାକୁ ଡ଼ିସିଜିଆଇ ଅନୁମୋଦନ ଦେବା ପରେ ଡ଼ିଏମ୍ଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି ଏନେଇ ପ୍ରତିକ୍ରିୟା ରଖିଛନ୍ତି । କେନ୍ଦ୍ର ସରକାର ରାଜ୍ୟକୁ ଟିକା ଦେବା ପରେ ତତକ୍ଷଣାତ୍ ଟିକାକରଣ କରାଯିବ ।ପ୍ରାଥମିକସ୍ତରରେ ପ୍ରସ୍ତୁତ ଡାଟାବେସ୍‌ ଅନୁସାରେ, ସମସ୍ତ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ|ଖୋର୍ଦ୍ଧା ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାଇବର ଠକଙ୍କ ଦ୍ୱାରା ୧୬ ଲକ୍ଷ ୩୨ ହଜାର ଟଙ୍କାର ଠକେଇର ଶିକାର ହୋଇଥିଲେ ଖୋର୍ଦ୍ଧା ବୋଲଗଡ ଥାନା ବାଙ୍କୋଇ ଗାଁ'ର

ପୁଣି ଫେରିଲା ଅଜଣା ଜନ୍ତୁ ଆତଙ୍କ

ଦେବଗଡ଼: ଛେଳି ଓ ଗାଈକୁ ଝୁଣି ଖାଉଛି ଅଜଣା ଜନ୍ତୁ । ନିଆଳି ପରେ ଦେବଗଡ଼ରେ ମାତିଛି ଅଜଣା ଜନ୍ତୁ । ଦେବଗଡ଼ ଜିଲ୍ଲାର ବାରକୋଟ ଵ୍ଲକ ବରତଇଲା ସଂରକ୍ଷିତ ଜଙ୍ଗଲରେ ଅଜଣା ଜନ୍ତୁ ଆତଙ୍କ ଖେଳାଇଛି । ଅଜଣା ଜନ୍ତୁ ଆକ୍ରମଣରେ ଚକଡିହି ଗାଁର ଗୋଟିଏ ଗାଈ ଓ ୧୨ଟି ଛେଳିଙ୍କ ମୃତ୍ୟୁ ହୋଇଛି । ଗତ

ହତ୍ୟାକାରୀଙ୍କ ସମ୍ପର୍କରେ କଣ କହିଲେ ଆଇନ ମନ୍ତ୍ରୀ

ମାହାଙ୍ଗା: ମହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ତଥା ଆଇନ୍‌ମନ୍ତ୍ରୀ ପ୍ରତାପ ଜେନା । ସେ କହିଛନ୍ତି ଯେ, ମାହାଙ୍ଗାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଆମ ନାଁରେ ଏତଲା ହୋଇଛି, ତଦନ୍ତ ହେଲେ ସତ ଜଣାପଡ଼ିବ । ସେ ଆହୁରି ମଧ୍ୟ କହିଛନ୍ତି ଯେ,

ରାଜ୍ୟରେ ଆଉ ୨ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨

ରାଜ୍ୟରେ ଆଉ ୧୮୩ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୪୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ପାକିସ୍ତାନ ଫେରନ୍ତା ବିରଜୁ କୁଲୁ ନିଖୋଜ

ରାଉରକେଲା : ପାକିସ୍ତାନ ଜେଲ୍‌ରୁ ଫେରିଥିବା ବିରଜୁ କୁଲୁ ନିଖୋଜ। ଗତକାଲି ରାତିରୁ ବିରଜୁ କୁଲୁଙ୍କ କୌଣସି ପତ୍ତା ମିଳୁନି। ବିରଜୁଙ୍କ ନିଖୋଜ ନେଇ କୁତ୍ରା ଥାନାରେ ଏତଲା ଦେଇଛନ୍ତି ତାଙ୍କ ଭଉଣୀ । ଆଖ ପାଖ ଥାନାକୁ ବି ଏନେଇ ସୂଚନା ଦିଆଯାଇଛି । ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଓ ଝାଡ଼ଖଣ୍ଡ

ଶପଥ ନେଲେ ଜଷ୍ଟିସ ଡକ୍ଟର ଏସ ମୁରଲୀଧର

ଭୁବନେଶ୍ୱର : ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଡକ୍ଟର ଏସ୍. ମୁରଲୀଧର । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ୍ ମୁରଲୀଧରଙ୍କୁ ଶପଥ ପାଠ କରାଇଛନ୍ତି । ଶପଥ ପାଠ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ