Odia News Portal
Browsing Tag

latest odia news

ଶ୍ରୀ ମନ୍ଦିରକୁ ୨୧ କିଗ୍ରା ରୂପା ଦାନ କଲେ ପଣ୍ଡା ପରିବାର

ପୁରୀ: ଜନୈକ ଦାତା ଶ୍ରୀ ମନ୍ଦିରକୁ ଦାନ କରିଛନ୍ତି ୨୧ କିଲୋଗ୍ରାମ ଓଜନର ରୂପା । କିନ୍ତୁ ତାହା ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଲାଗି ହେବ ନାହିଁ । ଆଜି ଶ୍ରୀମନ୍ଦିରର ମୁଖ୍ୟ କାର୍ଯ୍ୟାଳୟ ଠାରେ ମୁଖ୍ୟ ପ୍ରଶାସକଙ୍କ ଉପସ୍ଥିତିରେ ଭୁବନେଶ୍ୱରର ଶିବ ପ୍ରସାଦ ପଣ୍ଡା ଏବଂ ତାଙ୍କ ପରିବାରର ସଦସ୍ୟ

ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର

କୋଲକାତା : ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଶନିବାର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏନେଇ ଗାଙ୍ଗୁଲିଙ୍କ ଝିଅ ସନା ସୂଚନା ଦେଇଛନ୍ତି । ହସ୍ପିଟାଲରେ ଗାଙ୍ଗୁଲିଙ୍କୁ ଭେଟିବା ପରେ ଗାଙ୍ଗୁଲିଙ୍କ ଝିଅ ସନା ବାପା ଭଲ ଥିବା

ଭୁଶୁଡ଼ିଲା ଶ୍ମଶାନ ଛାତ,୧୭ ମୃତ

ଗାଜିଆବାଦ (ଉତ୍ତରପ୍ରଦେଶ): ଶବ ନେଇ ଆସିଥିଲେ,ଶବ ହୋଇ ଫେରିଲେ | ଶ୍ମଶାନକୁ ଶବଦାହ ପାଇଁ ଆସିଥିଲେ ହେଲେ ଅଚାନକ ମୁଣ୍ଡ ଉପରେ ଭୁଶୁଡ଼ି ପଡ଼ିଲା ଛାତ | ଉତ୍ତରପ୍ରଦେଶ ଗାଜିଆବାଦର ଏକ ଶ୍ମଶାନରେ ଘଟିଛି ଏହିଭଳି ମର୍ମନ୍ତୁଦ ଘଟଣା | ଶ୍ମଶାନର ଛାତ ଭୁଶୁଡି ପଡିବାରୁ ଶବଦାହ କରିବାକୁ ଆସିଥିବା

୨୬/୧୧ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଗିରଫ

ଇସଲାମାବାଦ: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଜାକିଉର ରେହମାନ ଲଖଭୀ ଗିରଫ । ଆତଙ୍କବାଦୀ ଫଣ୍ଡିଂ ମାମଲାରେ ଗିରଫ କରାଯାଇଥିବା ସୂଚନା । ପାକିସ୍ତାନର ପଞ୍ଜାବରେ ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ଦେଉଥିଲା ଜାକିଉର ରେହମାନ । ପାକିସ୍ତାନର ପଞ୍ଜାବ ଆତଙ୍କବାଦୀ ନିରୋଧ ବିଭାଗର ପ୍ରବକ୍ତା

ସର୍ବସାଧାରଣଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର

ପୁରୀ: ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର |ସେଭଳି ରାଜଧାନୀର ଲିଙ୍ଗରାଜ ମନ୍ଦିର ସମେତ ପ୍ରମୁଖ ମନ୍ଦିର ଓ ପୀଠ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲାଯାଇଛି । ପୁରୀ ଜିଲ୍ଲା ସହ ରାଜ୍ୟ ତଥା ରାଜ୍ୟ ବାହାରର ଶ୍ରଦ୍ଧାଳୁ ଆଜିଠୁ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ହେଲେ

କରୋନା ଭ୍ୟାକସିନ୍ ପାଇଁ ପଞ୍ଜିକରଣ

ନୂଆଦିଲ୍ଲୀ: ଡିସିଜିଆଇର କୋଭିସିଲ୍ଡ ଓ କୋଭାକ୍ସିନ ଟିକାର ଜରୁରିକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ । ତେବେ ସରକାର ପ୍ରଥମ ପର୍ଯ୍ୟାୟରେ ୩ କୋଟି ଭାରତୀୟଙ୍କୁ ଟିକା ଦେବାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହାରି ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟିକା ନେବା

ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲୁଥିବାରୁ ଛାତ୍ରଛାତ୍ରୀଙ୍କ ପାଠପଢା ସମସ୍ୟାର ସମାଧାନ ପାଇଁ ସବୁ ପ୍ରକାର ପ୍ରୟାସ ଚଳାଇଛନ୍ତି ରାଜ୍ୟ ସରକାର । ତେବେ ସେହି କ୍ଷେତ୍ରରେ ଏକ ନୂଆ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ

ରାଜ୍ୟପାଳଙ୍କ ପତିତପାବନ ଦର୍ଶନ

ପୁରୀ: ସିଂହଦ୍ୱାରରେ ପତିତପାବନଙ୍କୁ ଦର୍ଶନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । ଏହାସହ ଜଗା ଦର୍ଶନର ସୁଯୋଗ ପାଇଛନ୍ତି ସାଧାରଣ ଭକ୍ତ । ତେବେ  ଆଜି ସର୍ବସାଧାରଣଙ୍କ ସହ ଜଗନ୍ନାଥ ଦର୍ଶନରେ ସାମିଲ ହୋଇଥିଲେ ରାଜ୍ୟପାଳ ଗଣେଶୀ ଲାଲ

ରାଜ୍ୟରେ ଆଉ ୩ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା

କଟକ:  ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା ଘଟଣାରେ ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା । କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଥାନାରେ ଏତଲା ଦେଇଛନ୍ତି । ଯଁକୁଟି ଗାଁର ୪ଜଣ ଓ ନୃତାଙ୍ଗ ଗାଁର ୮ଜଣଙ୍କ ନାଁ'ରେ ଏତଲା ଦିଆଯାଇଛି । ତେବେ ଏନେଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି