Odia News Portal
Browsing Tag

latest odia news

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ | ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବିମାନବ ନ୍ଦରର ନାମ

ଦାୟିତ୍ୱ ଗ୍ରହଣ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି । ୨୦୨୨ ଫେବୃଆରୀ ୨୮ ତାରିଖ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ୧୯୮୬ ବ୍ୟାଚର ଆଇଏଏସ ଅଫିସର ହେଉଛନ୍ତି ସୁରେଶ । ପ୍ରଶାସନିକ ସ୍ତରରେ ଜଣେ ଅତି ଶାନ୍ତ କିନ୍ତୁ ପ୍ରଭାବୀ ଅଫିସର ଭାବେ ଜଣାଶୁଣା,

୮୪ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୮୪ଟି ନୂଆ ତଥା ଅତିରିକ୍ତ ୧୦୮ ଆମ୍ବୁଲାନ୍ସକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଜି ଛକସ୍ଥିତ ପରିବହନ ଭବନ ପରିସରରୁ ଏହାର ଉଦଘାଟନ କରାଯାଇଛି । ୨୭ଟି ଜିଲ୍ଲା ପାଇଁ ଅତିରିକ୍ତ ୮୪ଟି ୧୦୮ ଆମ୍ବୁଲାନ୍ସ ବ୍ୟବସ୍ଥା ହୋଇଥିବା ବେଳେ ବାଲେଶ୍ଵର ଜିଲ୍ଲା ପାଇଁ

ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ୍ କରି ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନବୀନ । ଏଥି ସହ ଏକ ଭିଡିଓ ବାର୍ତ୍ତା ମଧ୍ୟ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୧ ସମସ୍ତଙ୍କ ପାଇଁ

ପତିତପାବନ ବାନା ଦର୍ଶନ କଲେ 5ଟି ସଚିବ

ପୁରୀ: ଶ୍ରୀମନ୍ଦିର ସମ୍ମୁଖରୁ ନବବର୍ଷରେ ପତିତପାବନ ବାନା ଦର୍ଶନ କଲେ 5ଟି ସଚିବ ଭି. କେ ପାଣ୍ଡିଆନ । ନବବର୍ଷ ପ୍ରଥମ ଦିନରେ ନୀଳଚକ୍ର ଦର୍ଶନ କରିବା ସହ ଆଶିଷ କାମନା କରିଛନ୍ତି 5ଟି ସଚିବ । ଅନ୍ୟପକ୍ଷେ କରୋନା କଟକଣା ପାଇଁ ଆଜି ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ କଟକଣା

ମୁଖ୍ୟ ବିଚାରପତି ଜଷ୍ଟିସ୍ ମୂରଲିଧର

କଟକ: ଡକ୍ଟର ଏସ୍. ମୂରଲିଧରଙ୍କୁ ମିଳିଲା ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି । ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ବିଚାରପତି ଥିବା ଜଷ୍ଟିସ୍ ମୂରଲିଧର ଚେନ୍ନାଇରେ ୧୯୮୪ ମସିହାରେ ଓକିଲାତି ଆରମ୍ଭ କରିଥିଲେ । ପରେ ସେ ୧୯୮୭ରେ ଦିଲ୍ଲୀ ପଳାଇ ଯାଇଥିଲେ । ୨୦୦୬

ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ସ୍ମାରକୀ

ଭୁବନେଶ୍ୱର: ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସ୍ମାରକୀ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସହିଦ କୋଭିଡ୍ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଛନ୍ତି । ସହିଦଙ୍କ

ବିଜେଡି ମହିଳା ସଭାନେତ୍ରୀ ହେଲେ ସ୍ନେହାଙ୍ଗିନୀ ଛୁରିଆ

ଭୁବନେଶ୍ୱର: ବିଜେଡି ମହିଳା ଶାଖାର ସଭାନେତ୍ରୀ ଭାବେ ବରିଷ୍ଠ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ନିଯୁକ୍ତି ମିଳିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଆଜି ଏହି ନିଯୁକ୍ତି ଦେବା ସହ ତତ୍କାଳ ପ୍ରଭାବରୁ ଦାୟିତ୍ୱ ଗ୍ରହଣ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଅତାବିରାରୁ

ଏସସିବି ହସ୍ପିଟାଲର ହେବ ନବକଳେବର

କଟକ: ବିଶ୍ୱସ୍ତରୀୟ ହେବ ଏସସିବି ହସ୍ପିଟାଲ । ଖର୍ଚ୍ଚ ହେବ ୩୫୦୦ କୋଟି ଟଙ୍କା । ୩୫୦ କୋଟି ଟଙ୍କାର ଖର୍ଚ୍ଚରେ ପ୍ରକଳ୍ପ କାମ ଆଗେଇବ । ଏମ୍ସ ପ୍ଲସ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ ସ୍ତରରେ ମେଡିକାଲ କଲେଜ ପାଇଁ ଦେଶର ସର୍ବ ବୃହତ ପ୍ରକଳ୍ପ । ୧ ଜାନୁଆରୀ ୨୦୨୪ରେ

୪ ମେ’ରୁ ସିବିଏସଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: ମେ' ୪ ରୁ ସିବିଏସଇ ବୋର୍ଡ ପରୀକ୍ଷା । ସିବିଏସଇ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ । ଏହାସହ ଜୁନ୍ ୧୦ ସୁଦ୍ଧା ପରୀକ୍ଷା ସାରିବାକୁ ଲକ୍ଷ୍ୟ ରହିଛି । ତେବେ ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ କରିବାକୁ ଘୋଷଣା