Odia News Portal
Browsing Tag

latest odia news

ଦାୟିତ୍ୱ ନେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବେ ପୂର୍ବତନ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ଭାବେ ମଧ୍ୟ ସେ ଦାୟିତ୍ୱ ନେଇଛନ୍ତି। ବିଜେଡି ନେତା ସୁବାସ ଚୌହାନଙ୍କର ଗତବର୍ଷ ମେ’ ୧୦ତାରିଖରେ ମୃତ୍ୟୁ…

କେନ୍ଦୁପତ୍ର ତୋଳାଳୀଙ୍କୁ ଖୁସ୍ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି | ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା | ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା…

୩ କୋଟିଙ୍କୁ ମାଗଣା ଟିକା: ମୋଦି

ନୂଆଦିଲ୍ଲୀ: ଭାରତରେ ୧୬ ଜାନୁଆରୀ ଠାରୁ କରୋନା ପାଇଁ ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ଟିକାକରଣ ନେଇ କିଭଳି ପ୍ରସ୍ତୁତି ଚାଲିଛି ତାହା ଉପରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାଜଧାନୀରେ ମାରିଲେ, ଗଞ୍ଜାମରେ ଫିଙ୍ଗିଲେ

ଗଞ୍ଜାମ: ବାଲେଶ୍ୱରର ଜଣେ ଯୁବତୀଙ୍କୁ ରାଜଧାନୀ ଭୁବନେଶ୍ୱରରେ ମର୍ଡ଼ର କରାଯାଇଥିଲା । ଆଉ ତା’ପରେ ପ୍ରମାଣ ଲୋଚାଇବାକୁ ଯାଇ ଓଲା କାର୍‌ରେ ମୃତଦେହକୁ ନେଇ ଗଞ୍ଜାମ ଜିଲ୍ଲା ଭୂଷଣ୍ଡପାଳରେ ଫିଙ୍ଗି ଦିଆଯାଇଥିଲା । ଆଜି ଏହି ହତ୍ୟା ମାମଲାର ପର୍ଦ୍ଦାଫାସ ହୋଇଛି। ଗଞ୍ଜାମ ପୋଲିସ ହତ୍ୟା…

ମାହାଙ୍ଗା ମର୍ଡର: ଅଷ୍ଟମ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗା ଡବଲ୍ ମର୍ଡର ଘଟଣା । ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଯାହାକୁ ମିଶାଇ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଅନ୍ୟତମ ଅଭିଯୁକ୍ତ ଭିକାରୀ ସ୍ୱାଇଁକୁ ଗିରଫ କରାଯାଇଥିବା ସୂଚନା ରହିଛି । ଗିରଫ ନେଇ କଟକ ଗ୍ରାମାଞ୍ଚଳ ପୋଲିସ ପକ୍ଷରୁ ସୂଚନା…

ବାପା ମା ହେଲେ ବିରୁଷ୍କା

ନୂଆଦିଲ୍ଲୀ: ବାପା ହେଲେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି । ଅନୁଷ୍କା ଶର୍ମା ଆଜି ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ଅନୁଷ୍କା ଓ ବିରାଟଙ୍କ ଝିଅ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଜନ୍ମ ହୋଇଛି । ଏହାସହ ବାପା, ମା ହୋଇଛନ୍ତି ବିରାଟ ଓ ଅନୁଷ୍କା । ଏ​‌ ନେଇ କୋହଲି ଖୁସି…

ପୋଲ ଭୁଶୁଡ଼ିବା ଘଟଣା: ୩ ଜଣଙ୍କ ନାଁରେ ଏତଲା

ନବରଙ୍ଗପୁର: ଉମରକୋଟ ତାଲାପଦରରେ ନିର୍ମାଣଧୀନ ବିଜୁ ସେତୁ ଭୁଶୁଡିବା ଘଟଣାରେ ଆକ୍ସନ ମୋଡ୍‌ରେ ପ୍ରଶାସନ। ୩ ଜଣଙ୍କ ନାଁରେ ଉମରକୋଟ ଥାନାରେ ଏତଲା ଦାୟର |ଠିକାଦାର,କନିଷ୍ଠ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କ ବିରୋଧରେ ଉମରକୋଟ ଥାନାରେ ଏତଲା ଦିଆଯାଇଛି । ଠିକାଦାର ଆଶିଷ ବିଶ୍ୱାଳ,ଜେଇ ଅସିତ…

ହାଜତ ମୃତ୍ୟୁର ସତ୍ୟପାଠ ଦାଖଲ

କଟକ: ପୁରୀ ବାସେଳି ସାହି ଥାନା ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ରାଜ୍ୟ ସରକାରଙ୍କ ଅସ୍ୱୀକାର କରିଛନ୍ତି। ପୁରୀ ହାଜତ ମୃତ୍ୟୁ ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ସତ୍ୟପାଠ ସହ ପୋଷ୍ଟମର୍ଟମ ରିପୋର୍ଟ ଦାଖଲ କରିଛନ୍ତି ରାଜ୍ୟ ସରକାର । ତେବେ ରିପୋର୍ଟରେ ହାଜତ…

ଶୋଏବ ମଲ୍ଲିକଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଲାହୋର: ଟେନିସ୍‌ ତାରକା ସାନିଆ ମିର୍ଜାଙ୍କ ସ୍ୱାମୀ ଶୋଏବ ମଲ୍ଲିକଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ସନ୍ଧ୍ୟାରେ ଲାହୋରରେ ସୋଏବଙ୍କ ସ୍ପୋର୍ଟସ୍‌ କାର୍ ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା…