Odia News Portal
Browsing Tag

latest odia news

୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାର ଆଜି ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ ଇଂଜିନିୟର ଥିଲାବେଳେ ୨ ଜଣ ଅବକାରୀ ବିଭାଗର ଅଧିକାରୀ ଅଟନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ସାଧାରଣ ଜୀବନରେ ସାଧୁତା ଓ ନୈତିକତା ଉପରେ ଗୁରୁତ୍ଵ

କଟକରୁ ଜବତ ହେଲା ଭେଜାଲ୍ ପନିର୍

କଟକ: ଭେଜାଲ୍ ତେଲ, ଘିଅ, ସସ୍, ଲଙ୍କାଗୁଣ୍ଡ, ହଳଦୀଗୁଣ୍ଡ ମିଳିବା ପରେ ଏବେ କଟକରୁ ଜବତ ହୋଇଛି ଅପମିଶ୍ରିତ ସିନ୍ଥେଟିକ୍ ପନିର୍ । କଟକ ଚାଉଳିଆଗଞ୍ଜ ଥାନା ପୋଲିସ ଦ୍ୱାରା ଏହି ପନିର ଜବତ କରାଯାଇଛି । କଟକ ଚାଉଳିଆଗଞ୍ଜ ପୋଲିସ୍‌ ଓ ସିଏମ୍‌ସି ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ଚଢାଉ କରି ୧

ଅକ୍ସଫୋର୍ଡ଼ ଭ୍ୟାକସିନକୁ ବ୍ରିଟେନର ଅନୁମତି

ନୂଆଦିଲ୍ଲୀ: ଚିନ୍ତା ବଢ଼ାଇଛି ବ୍ରିଟେନ ଷ୍ଟ୍ରେନ । ଲଣ୍ଡନ ଓ ଦକ୍ଷିଣ-ପୂର୍ବ ଇଂଲଣ୍ଡରେ ଚିହ୍ନଟ ହୋଇଥିବା କରୋନାର ନୂଆ ରୂପ କେବଳ ଇଂଲଣ୍ଡ ନୁହେଁ ପୂରା ବିଶ୍ୱବାସୀଙ୍କୁ ଚିନ୍ତାରେ ପକାଇଛି । ତେବେ ଚିନ୍ତା ମଧ୍ୟରେ ଟୀକା ଆଣିଦେଇଛି ଖୁସି ଖବର | ଅକ୍ସଫୋର୍ଡ ଦ୍ୱାରା ପ୍ରସ୍ତୁତ ଟୀକାକୁ

୨୦ ବ୍ରିଟେନ ଫେରନ୍ତା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିବା ଆରମ୍ଭ କରିଛି ବ୍ରିଟେନ ଷ୍ଟ୍ରେନ । ବ୍ରିଟେନରୁ ଭାରତ ଆସିଥିବା ୨୦ ଜଣଙ୍କ ଶରୀରରେ ଏହି ନୂଆ ଷ୍ଟ୍ରେନର ଲକ୍ଷଣ ପ୍ରକାଶ ପାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ, ବର୍ତ୍ତମାନ ନୂଆ ଷ୍ଟ୍ରେନରେ ୨୦ ଜଣ ସଂକ୍ରମିତ ହୋଇଛନ୍ତି । ଏହି

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ | ମୃତ୍ୟୁର କାରଣ ଏଯାବତ ଅସ୍ପଷ୍ଟ ରହିଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାନୁସାରେ , ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାରାଗାରରେ ବିଚାରାଧୀନ କଏଦୀର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ

ରାଜ୍ୟରେ ଆଉ ୩ ଜୀବନ ନେଲା କରୋନା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସମୟରେ ୩ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ

ରାଜ୍ୟରେ ଆଉ ୩୦୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୩୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ଭିଜିଲାନ୍ସ ଜାଲରେ କୋଟିପତି ଡ୍ରାଇଭରଙ୍କ ସମେତ ୩ ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଫସିଛନ୍ତି ଜଣେ କୋଟିପତି ଡ୍ରାଇଭରଙ୍କ ସମେତ ୩ ଅଧିକାରୀ । ଯାହାଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ହୋଇଛି । ସୂଚନାନୁଯାୟୀ ଆଜି ବଲାଙ୍ଗୀର ୱେସ୍କୋ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ବିଭୁତି ଭୂଷଣ ବିନ୍ଧାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ।