ଆଜି ଭଡ଼ାଟିଆ ଓ କର୍ମଜୀବୀଙ୍କ ଜଗା ଦର୍ଶନ
ପୁରୀ: ଆଜିଠାରୁ ଭଡ଼ାଟିଆଙ୍କୁ ଶ୍ରୀଜିଉଙ୍କ ଦର୍ଶନ ଅନୁମତି ମିଳିଛି। ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା । ଦୀର୍ଘ ୯ ମାସର କଟକଣା ପରେ ଗତ ୨୩ ତାରିଖରୁ ପୁରୀରେ ଆରମ୍ଭ ହୋଇଛି ଜଗା ଦର୍ଶନ। ପ୍ରଥମ ତିନି ଦିନ ସେବାୟତଙ୍କ ପରିବାରଙ୍କୁ ଶ୍ରୀଜିଉଙ୍କ ଦର୍ଶନ ଅନୁମତି!-->…
