Odia News Portal
Browsing Tag

latest odia news

ରାଜ୍ୟରେ ମିଳୁନାହିଁ ୬୨ ବ୍ରିଟେନ ଫେରନ୍ତାଙ୍କ ପତ୍ତା

ଭୁବନେଶ୍ୱର: ରାଜ୍ୟରେ ମିଳୁ ନାହାନ୍ତି ୬୨ ବ୍ରିଟେନ ଫେରନ୍ତା | ରାଜ୍ୟରେ ଲଣ୍ଡନ ଫେରନ୍ତାଙ୍କ ଠିକଣା ଖୋଜି ଖୋଜି ନୟାନ୍ତ ହେଲାଣି ସ୍ୱାସ୍ଥ୍ୟ ବିଭାଗ । ନଭେମ୍ବର ୩୦ରୁ ଡିସେମ୍ବର ୨୧ ପର୍ଯ୍ୟନ୍ତ ଲଣ୍ଡନରୁ ୧୮୧ଜଣ ଓଡ଼ିଶା ଫେରିଛନ୍ତି । ଯେଉଁଥିରୁ ୧୧୯ ଜଣଙ୍କ ପତ୍ତା ମିଳିଯାଇଛି ଏବଂ

ବନ୍ଧୁକ ମୁନରେ ୯ ଲକ୍ଷ ଟଙ୍କା ଲୁଟ୍

ଗଞ୍ଜାମ: ଦିନ ଦ୍ୱିପ୍ରହରରେ ବନ୍ଧୁକ ମୁନରେ ଲୁଟ୍ ହୋଇଛି ୯.୨ ଲକ୍ଷ ଟଙ୍କା । ଆଜି ଗୋଟିଏ ଦିନରେ ଗଞ୍ଜାମ ଜିଲ୍ଲାରେ ଲୁଟ ଘଟିଥିବା ବେଳେ ବାଲେଶ୍ୱରରେ ମଧ୍ୟ ସମାନ ଢଙ୍ଗରେ ଘଟିଛି ଲୁଟ ଘଟଣା । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗାଁ ସ୍କୁଲ ନିକଟରୁ ବନ୍ଧୁକ ଦେଖାଇ ୬

ରାଜଧାନୀରେ ଜିରୋ ନାଇଟ୍ ସେଲିବ୍ରେସନ୍ ମନା

ଭୁବନେଶ୍ୱର: ରାଜଧାନୀରେ ଚଳିତ ବର୍ଷ ଜିରୋ ନାଇଟ୍ ସେଲିବ୍ରେସନ୍ ମନା । ଏନେଇ ନିର୍ଦ୍ଦେଶନାମା ଜାରିକଲା ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ୍ । କୋଭିଡ୍ କଟକଣା ଯୋଗୁଁ ଏଥର ଡିସେମ୍ବର ୩୧ରେ କୌଣସି ହୋଟେଲ, କ୍ଲବ୍, ରେ ସେଲିବ୍ରେସନ ହୋଇପାରିବନି । କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଘରେ

ଦିନ ଦ୍ଵିପ୍ରହରେ ଗୁଳି କରି ଲୁଟିନେଲେ ଟଙ୍କା

ବାଲେଶ୍ୱର: ଗୁଳି କରି ଲୁଟିନେଲେ ଟଙ୍କା । ବାଲେଶ୍ୱର ସଦର ଥାନା ଖାନ୍‌ନଗର ନିକଟରେ ଗୁଳିକାଣ୍ଡ ପରେ ଲୁଟ । ଏକ ଜେସିବି ସୋରୁମ୍‌ର ଆକ୍ଟାଉଣ୍ଟାଣ୍ଟଙ୍କ ନିକଟରେ ୩ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଛି । ପଲସର ଆସି ଟଙ୍କା ଲୁଟି ନେଇଛନ୍ତି ଲୁଟେରା । ଖବର ଅନୁସାରେ, ଆଜି ଦିନ ପ୍ରାୟ

କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର ଅସୁସ୍ଥ

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଅସୁସ୍ଥ । ଆନ୍ଦୋଳନ ସମୟରେ ଅସୁସ୍ଥ ହୋଇପଡିଥିଲେ ନରସିଂହ ମିଶ୍ର । ସେଠାରୁ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି | ସୂଚନାନୁସାରେ , ଆଜି କଂଗ୍ରେସର ୧୩୬ ତମ ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟରେ

ରାଜ୍ୟରେ ଆଉ ୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା

ରାଜ୍ୟରେ ଆଉ ୨୩୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୭୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ରାଜ୍ୟରେ କମିଛି ଅପରାଧ: ଡିଜିପି

ଭୁବନେଶ୍ୱର: ୬୨ତମ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସମ୍ମିଳନୀକୁ ପୋଲିସ ଡିଜି ଅଭୟ ଗତକାଲି ଉଦଘାଟନ କରିଥିଲେ । ଏହି ଅବସରରେ ସମ୍ମିଳନୀକୁ ସମ୍ବୋଧନ କରି ସେ କହିଛନ୍ତି ଯେ, ୨୦୨୦ରେ ପୋଲିସ ବାହିନୀ ଭଲ ଭାବେ କରୋନା ମୁକାବିଲା କରିଛି। କରୋନା ସହ ଲଢ଼େଇରେ ୪୭ ଜଣ କର୍ମଚାରୀ ପ୍ରାଣ ହରାଇଛନ୍ତି

ଭିଜିଲାନ୍ସ ଜାଲରେ କୋଟିପତି ପିଇଓ

ଭବାନୀପାଟଣାର: ଭିଜିଲାନ୍ସ ଜାଲରେ ଭବାନୀପାଟଣାର କୋଟିପତି ପିଇଓ । ଆର୍ୟବହିଭୁତ ସମ୍ପତି ଠୁଳ ଅଭିଯୋଗରେ ବାଲେଶ୍ୱର ନାଏକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଏହି ଚଢାଉ କରିଥିବା ଜଣାପଡିଛି । ଭବାନୀପାଟଣା ଗୋଦାମପଡା

ଆସନ୍ତା ୩ ତାରିଖରେ ଖୋଲିବ ମା ସମଲେଶ୍ୱରୀଙ୍କ ମନ୍ଦିର

ସମ୍ବଲପୁର: ଆସନ୍ତା ଜାନୁଆରୀ ୩ ତାରିଖରେ ଖୋଲିବାକୁ ଯାଉଛି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କ ମନ୍ଦିର । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଏସଓପି ଜାରି କରାଯାଇଛି ।ଏସଓପି ଅନୁଯାୟୀ ମନ୍ଦିର ଖୋଲିବାର ପ୍ରଥମ ୫ ଦିନ ସମ୍ବଲପୁରବାସୀ ମା’ଙ୍କ ଦର୍ଶନ କରି