ରାଜ୍ୟରେ ଆଉ ୪ ଜଣଙ୍କର ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ!-->…
