ପକ୍ସୋ କୋର୍ଟରେ ହାଜର ପରୀର ଅଭିଯୁକ୍ତ
ନୟାଗଡ଼ : ପରୀ ହତ୍ୟା ମାମଲାରେ ନୟାଗଡ଼ ପକ୍ସୋ କୋର୍ଟରେ ହାଜର ହେଲା ଅଭିଯୁକ୍ତ ସରୋଜ ସେଠୀ । କୋର୍ଟରେ ସରୋଜର ମା ଓ ଭଉଣୀ ମଧ୍ୟ ଉପସ୍ଥିତ ଅଛନ୍ତି । ନାବାଳକ ଦର୍ଶାଇ ଗତକାଲି କୋର୍ଟରେ ଆବେଦନ କରିଥିଲେ ଅଭିଯୁକ୍ତର ପରିବାର । ତେବେ ଶୁଣାଣି କରି ରାୟକୁ ସଂରକ୍ଷିତ ରଖିଥିଲେ କୋର୍ଟ । ସେ ନେଇ!-->…
