ଟିକାକରଣ ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି
ଭୁବନେଶ୍ୱର : ଟିକା ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି । ଏହି ମାସ ସୁଦ୍ଧା ଓଡିଶାରେ କରୋନା ଟିକା ପହଁଚିବା ନେଇ ଆଶା କରାଯାଉଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶ ଡାକ୍ତର ବିଜୟ ପାଣିଗ୍ରାହୀ । ଟିକାକରଣ ପାଇଁ ୨୯ ହଜାର ସେସନ ସାଇଟ ଅଛି । ହେଲେ ପ୍ରଥମ!-->…
