Odia News Portal
Browsing Tag

latest odia news

କରୋନା ଭ୍ୟାକସିନ୍ ପାଇଁ ପଞ୍ଜିକରଣ

ନୂଆଦିଲ୍ଲୀ: ଡିସିଜିଆଇର କୋଭିସିଲ୍ଡ ଓ କୋଭାକ୍ସିନ ଟିକାର ଜରୁରିକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ । ତେବେ ସରକାର ପ୍ରଥମ ପର୍ଯ୍ୟାୟରେ ୩ କୋଟି ଭାରତୀୟଙ୍କୁ ଟିକା ଦେବାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହାରି ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟିକା ନେବା

ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲୁଥିବାରୁ ଛାତ୍ରଛାତ୍ରୀଙ୍କ ପାଠପଢା ସମସ୍ୟାର ସମାଧାନ ପାଇଁ ସବୁ ପ୍ରକାର ପ୍ରୟାସ ଚଳାଇଛନ୍ତି ରାଜ୍ୟ ସରକାର । ତେବେ ସେହି କ୍ଷେତ୍ରରେ ଏକ ନୂଆ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ

ରାଜ୍ୟପାଳଙ୍କ ପତିତପାବନ ଦର୍ଶନ

ପୁରୀ: ସିଂହଦ୍ୱାରରେ ପତିତପାବନଙ୍କୁ ଦର୍ଶନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । ଏହାସହ ଜଗା ଦର୍ଶନର ସୁଯୋଗ ପାଇଛନ୍ତି ସାଧାରଣ ଭକ୍ତ । ତେବେ  ଆଜି ସର୍ବସାଧାରଣଙ୍କ ସହ ଜଗନ୍ନାଥ ଦର୍ଶନରେ ସାମିଲ ହୋଇଥିଲେ ରାଜ୍ୟପାଳ ଗଣେଶୀ ଲାଲ

ରାଜ୍ୟରେ ଆଉ ୩ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା

ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା

କଟକ:  ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା ଘଟଣାରେ ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା । କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଥାନାରେ ଏତଲା ଦେଇଛନ୍ତି । ଯଁକୁଟି ଗାଁର ୪ଜଣ ଓ ନୃତାଙ୍ଗ ଗାଁର ୮ଜଣଙ୍କ ନାଁ'ରେ ଏତଲା ଦିଆଯାଇଛି । ତେବେ ଏନେଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି

ରାଜ୍ୟରେ ୧୯୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୩୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

୧୧ରୁ ଖୋଲିବ କଲେଜ ଓ ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ୱର: ଜାନୁଆରୀ ୧୧ ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଜାନୁଆରୀ ୧୧ରୁ କଲେଜ ଓ ବିଶ୍ୱ ବିଦ୍ୟାଲୟ ଖୋଲିବା ସହ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ପାଠପଢା ଚାଲିବ । ତେବେ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : କୋଭିଡ୍ ଟିକାକୁ ନେଇ ଅପେକ୍ଷାର ହେଲା ଅନ୍ତ | ଏଥର ଦେଶବାସୀଙ୍କୁ ମିଳିବ ପ୍ରଥମ ସ୍ୱଦେଶୀ କରୋନା ଟିକା । କୋଭାକ୍ସିନକୁ ଜରୁରିକାଳୀନ ପ୍ରୟୋଗ ପାଇଁ ଅନୁମତି ମିଳିଛି । ଏନେଇ ଭାରତ ବୈୟୋଟିକକୁ ଅଭିନନ୍ଦନ ଜଣାଇଛନ୍ତି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି |କୋଭିଡ ମୁକ୍ତ ଦେଶ

କୋଭିସିଲ୍ଡ ଓ କୋଭାକ୍ସିନକୁ ଡିସିଜିଆଇର ଅନୁମତି

ନୂଆଦିଲ୍ଲୀ : ଡିିସିଜିିଆଇର ବଡ ଘୋଷଣା | କୋଭିସିଲ୍ଡ ଓ କୋଭାକ୍ସିନ୍‌ର ଜରୁରୀକାଳୀନ ପ୍ରୟୋଗ ପାଇଁ ଡିସିଜିଆଇ (DCGI)ଙ୍କ ଅନୁମତି । ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର କୋଭିସିଲ୍ଡ ଏବଂ ଭାରତ ବୟୋଟେକ୍‌ର କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଅନୁମତି ଦେଇଛନ୍ତି ଡ୍ରଗ୍ସ