ବିଜେପି ନେତା କୁଳମଣି ବରାଳ ଓ ସହଯୋଗୀଙ୍କୁ ନିର୍ମମ ହତ୍ୟା
କଟକ: କଟକ ସାଲେପୁରରେ ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା। ବାଇକ୍ରେ ଘରକୁ ଫେରୁଥିବା ବେଳେ ଯଁକୋଟି ଗ୍ରାମ ନିକଟରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏଥିରେ ଗୁରୁତର ଆହତ ହୋଇଥିଲେ କୁଳମଣି ବରାଳ ଓ ତାଙ୍କର ସହଯୋଗୀ ଦିବ୍ୟସିଂହ ବରାଳ। ଉଭୟଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି!-->…
