ରାଜ୍ୟରେ କମିଛି ଅପରାଧ: ଡିଜିପି
ଭୁବନେଶ୍ୱର: ୬୨ତମ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସମ୍ମିଳନୀକୁ ପୋଲିସ ଡିଜି ଅଭୟ ଗତକାଲି ଉଦଘାଟନ କରିଥିଲେ । ଏହି ଅବସରରେ ସମ୍ମିଳନୀକୁ ସମ୍ବୋଧନ କରି ସେ କହିଛନ୍ତି ଯେ, ୨୦୨୦ରେ ପୋଲିସ ବାହିନୀ ଭଲ ଭାବେ କରୋନା ମୁକାବିଲା କରିଛି। କରୋନା ସହ ଲଢ଼େଇରେ ୪୭ ଜଣ କର୍ମଚାରୀ ପ୍ରାଣ ହରାଇଛନ୍ତି!-->…
