Odia News Portal
Browsing Tag

latest odia news

କୋଏଲ ନଦୀରେ ଛାତ୍ର ବୁଡ଼ି ଘଟଣାରେ ତୃତୀୟ ଛାତ୍ରର ମୃତଦେହ ଉଦ୍ଧାର

ରାଉରକେଲାର କୋଏଲ ନଦୀରେ ଛାତ୍ର ବୁଡ଼ି ଘଟଣାରେ ଆଉ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ଦୁଇଜଣ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଜି ତୃତୀୟ ଛାତ୍ର କୌଶିକ ମଲ୍ଲିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ଏକ ଇଂରାଜୀ ବିଦ୍ୟାଳୟର କିଛି ଛାତ୍ର ବଣଭୋଜି

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ,ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଖି ବୁଜିଲେ ୩ କରୋନା ଆକ୍ରାନ୍ତ | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ଜଣେ କରୋନା ଆକ୍ରାନ୍ତଙ୍କ

୪ ଦିନିଆ ରିମାଣ୍ଡ ସରିବା ପରେ ଜେଲ୍ ଗଲେ ଆକାଶ ପାଠକ

ସ୍କାଏକିଙ୍ଗର ୬୫ ଲକ୍ଷ ଠକେଇ ମାମଲାରେ ଜେଲ୍ ଗଲେ ଆକାଶ ପାଠକ। ୪ ଦିନିଆ ରିମାଣ୍ଡ ସରିବା ପରେ ଜେଲ୍ ଗଲେ ଆକାଶ ପାଠକ। ଆଜି କୋର୍ଟରେ ହାଜର ପରେ ତାଙ୍କୁ ଝାରପଡା ଜେଲକୁ ପଠାଇ ଦିଆଯାଇଛି ।ତେବେ ଏହି ସମୟରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ଆକାଶ ପାଠକ। ସେ କହିଛନ୍ତି ମୁଁ ସେମିତି

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୬୩ କରୋନା ପଜିଟିଭ୍

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୫୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫ ଜଣ

ବିଜେଡିର ରାଜ୍ୟ ପରିଷଦ ବୈଠକ:ଦଳୀୟ ସଦସ୍ୟମାନଙ୍କୁ ସୁପ୍ରିମୋ ଦେବେ ଗୁରୁମନ୍ତ୍ର

ସୋମବାର ଦିନ ଆରମ୍ଭ ହୋଇଛି ବିଜେଡିର ରାଜ୍ୟ ପରିଷଦ ବୈଠକ ।ଏହି ବୈଠକରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରକାର ଓ ସଙ୍ଗଠନକୁ ନେଇ ଦଳୀୟ କାର୍ଯ୍ୟକର୍ତାଙ୍କୁ ମତାମତ ମାଗିଛନ୍ତି । ଦଳୀୟ କାର୍ଯ୍ୟାଳୟରେ ରଖାଯାଇଥିବା ଡ୍ରପ ବକ୍ସରେ ସମସ୍ତ କାର୍ଯ୍ୟକର୍ତା ଆଜି ସନ୍ଧ୍ୟା ସୁଦ୍ଧା ଗୋଟିଏ

କନ୍ଧମାଳରେ ପୋଲିସ ମାଓବାଦୀ ଗୁଳି ବିନିମୟ

ପୋଲିସ ମାଓବାଦୀ ଗୁଳି ବିନିମୟ |କନ୍ଧମାଳ ଗୋଛାପଡ଼ା ବୀରେନି ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ହୋଇଛି ଗୁଳି ବିନିମୟ | ମାଓବାଦୀ କ୍ୟାମ୍ପର ଖବର ପାଇ ପୋଲିସ କରିଥିଲା କମ୍ବିଂ ଅପରେସନ | ଏସଓଜି ଓ ଡିଭିଏଫ୍ ପକ୍ଷରୁ ମିଳିତ ଭାବେ କରାଯାଇଥିଲା ଏହି କମ୍ବିଂ ଅପରେସନ | କମ୍ବିଂ ବେଳେ

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ:ଦଳ ସୁଦୃଢ଼ କରିବାକୁ ସୁପ୍ରିମୋଙ୍କ ମନ୍ତ୍ର

ଆଜି ବିଜୁ ଜନତା ଦଳର ରାଜ୍ୟ ମୁଖ୍ୟକାର୍ଯ୍ୟାଳୟଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇାଇଛି । ଏହି ବୈଠକରେ ୯ଟି ପ୍ରସ୍ତାବ ପାରିତ ହୋଇଯାଇଛି । ବୈଠକରେ ୮୦ କାର୍ଯ୍ୟକାରିଣୀ ସଦସ୍ୟ, ନିମନ୍ତ୍ରିତ ଉପସଭାପତି ଓ ବରିଷ୍ଠ ନେତା

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରେ ୯ଟି ପ୍ରସ୍ତାବ ପାରିତ

ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରେ ୯ଟି ପ୍ରସ୍ତାବ ଗୃହୀତ ହୋଇଛି । ୯ଟି ପ୍ରସ୍ତାବକୁ ସୁପ୍ରିମୋ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଦଳର ସମ୍ବିଧାନ ସଂଶୋଧନ ମଧ୍ୟ କରାଯାଇଛି ବୋଲି ପ୍ରେସମିଟରେ ସୂଚନା ଦେଇଛନ୍ତି

ସରିଲା ଆକାଶ ପାଠକର ୪ ଦିନିଆ ରିମାଣ୍ଡ ଅବଧି

ଆକାଶ ପାଠକର ୪ ଦିନିଆ ରିମାଣ୍ଡ ଅବଧି ଶେଷ | ଠକେଇ ମାମଲାରେ ଗିରଫ ଆକାଶ ପାଠକର ୪ ଦିନିଆ ରିମାଣ୍ଡ ଆଜି ଶେଷ ହୋଇଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ସ୍କାଏ କିଙ୍ଗର ୬୫ ଲକ୍ଷ ଟଙ୍କା ଠକେଇ ମାମଲାରେ ଆକାଶଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଥିଲା କମିଶନରେଟ୍ ପୁଲିସ୍।

ସାଂସଦଙ୍କ ଅନୁଭବ ମହାନ୍ତିଙ୍କ ନାଁରେ ମାମଲା ରୁଜୁ କଲା ପୁରୀ ଘାଟ ଥାନା ପୋଲିସ

କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମାମଲା ରୁଜୁ କରିଛି ପୁରୀ ଘାଟ ଥାନା ପୋଲିସ। ଅନୁଭବଙ୍କ ପତ୍ନୀ ବର୍ଷାଙ୍କ ଏତଲା ଭିତ୍ତିରେ ୪୯୮-ଏରେ ଏହି ମାମଲା ରୁଜୁ କରାଯାଇଛି। ଏଥିସହିତ ଅନୁଭବଙ୍କ ୨ ସହଯୋଗୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି। ଘରୋଇ ହିଂସା ଓ ନିର୍ଯାତନା ନେଇ