ପୋଲିସ ଓ ବିଜେପି ମହିଳା ମୋର୍ଚ୍ଚା ଧସ୍ତାଧସ୍ତି
ଭୁବନେଶ୍ୱର: ନୟାଗଡ ପରୀ ହତ୍ୟା ପ୍ରସଙ୍ଗରେ ଆଜି ମୁଖ୍ୟ ଶାସନ ସଚିବ ଓ ଗୃହ ସଚିବଙ୍କୁ ଭେଟିଛନ୍ତି ବିଜେପି ମହିଳା ମୋର୍ଚ୍ଚା ସଦସ୍ୟ । ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ସହ ୩ ଜଣ ସଦସ୍ୟଙ୍କୁ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିଥିଲା । ତେବେ!-->…
