Odia News Portal
Browsing Tag

latest odia news

ପତିତପାବନ ବାନା ଦର୍ଶନ କଲେ 5ଟି ସଚିବ

ପୁରୀ: ଶ୍ରୀମନ୍ଦିର ସମ୍ମୁଖରୁ ନବବର୍ଷରେ ପତିତପାବନ ବାନା ଦର୍ଶନ କଲେ 5ଟି ସଚିବ ଭି. କେ ପାଣ୍ଡିଆନ । ନବବର୍ଷ ପ୍ରଥମ ଦିନରେ ନୀଳଚକ୍ର ଦର୍ଶନ କରିବା ସହ ଆଶିଷ କାମନା କରିଛନ୍ତି 5ଟି ସଚିବ । ଅନ୍ୟପକ୍ଷେ କରୋନା କଟକଣା ପାଇଁ ଆଜି ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ କଟକଣା…

ମୁଖ୍ୟ ବିଚାରପତି ଜଷ୍ଟିସ୍ ମୂରଲିଧର

କଟକ: ଡକ୍ଟର ଏସ୍. ମୂରଲିଧରଙ୍କୁ ମିଳିଲା ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି । ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ବିଚାରପତି ଥିବା ଜଷ୍ଟିସ୍ ମୂରଲିଧର ଚେନ୍ନାଇରେ ୧୯୮୪ ମସିହାରେ ଓକିଲାତି ଆରମ୍ଭ କରିଥିଲେ । ପରେ ସେ ୧୯୮୭ରେ ଦିଲ୍ଲୀ ପଳାଇ ଯାଇଥିଲେ । ୨୦୦୬…

ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ସ୍ମାରକୀ

ଭୁବନେଶ୍ୱର: ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସ୍ମାରକୀ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସହିଦ କୋଭିଡ୍ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଛନ୍ତି । ସହିଦଙ୍କ…

ବିଜେଡି ମହିଳା ସଭାନେତ୍ରୀ ହେଲେ ସ୍ନେହାଙ୍ଗିନୀ ଛୁରିଆ

ଭୁବନେଶ୍ୱର: ବିଜେଡି ମହିଳା ଶାଖାର ସଭାନେତ୍ରୀ ଭାବେ ବରିଷ୍ଠ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ନିଯୁକ୍ତି ମିଳିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଆଜି ଏହି ନିଯୁକ୍ତି ଦେବା ସହ ତତ୍କାଳ ପ୍ରଭାବରୁ ଦାୟିତ୍ୱ ଗ୍ରହଣ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଅତାବିରାରୁ…

ଏସସିବି ହସ୍ପିଟାଲର ହେବ ନବକଳେବର

କଟକ: ବିଶ୍ୱସ୍ତରୀୟ ହେବ ଏସସିବି ହସ୍ପିଟାଲ । ଖର୍ଚ୍ଚ ହେବ ୩୫୦୦ କୋଟି ଟଙ୍କା । ୩୫୦ କୋଟି ଟଙ୍କାର ଖର୍ଚ୍ଚରେ ପ୍ରକଳ୍ପ କାମ ଆଗେଇବ । ଏମ୍ସ ପ୍ଲସ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ ସ୍ତରରେ ମେଡିକାଲ କଲେଜ ପାଇଁ ଦେଶର ସର୍ବ ବୃହତ ପ୍ରକଳ୍ପ । ୧ ଜାନୁଆରୀ ୨୦୨୪ରେ…

୪ ମେ’ରୁ ସିବିଏସଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: ମେ' ୪ ରୁ ସିବିଏସଇ ବୋର୍ଡ ପରୀକ୍ଷା । ସିବିଏସଇ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ । ଏହାସହ ଜୁନ୍ ୧୦ ସୁଦ୍ଧା ପରୀକ୍ଷା ସାରିବାକୁ ଲକ୍ଷ୍ୟ ରହିଛି । ତେବେ ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ କରିବାକୁ ଘୋଷଣା…

ଜାନୁଆରୀ ୨ରେ କରୋନା ଟିକା ଡ୍ରାଏ ରନ୍

ନୂଆଦିଲ୍ଲୀ: ଜାନୁଆରୀ ୨ରେ କରୋନା ଟିକାର ଡ୍ରାଏ ରନ୍ | କରୋନା ଟିକା କେମିତି ଦିଆଯିବ ସେନେଇ ଚାରି ରାଜ୍ୟରେ ଡ୍ରାଏ ରନ୍ ପରେ ଏବେ ସାରା ଦେଶରେ ଏହି ଡ୍ରାଏ ରନ୍ ହେବ। କେନ୍ଦ୍ର ସରକାର ଏ ନେଇ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ସ୍ୱାସ୍ଥ୍ୟ ସଚିବଙ୍କୁ ଅବଗତ କରାଇଛନ୍ତି ।…

ହକି ଖେଳାଳି ମାଇକେଲ୍ କିଣ୍ଡୋଙ୍କ ପରଲୋକ

ଭାରତୀୟ ହକି ଦଳର ପୂର୍ବତନ ଡିଫେଣ୍ଡର ମାଇକେଲ କିଣ୍ଡୋଙ୍କ ପରଲୋକ । ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗ ଯୋଗୁଁ ତାଙ୍କୁ ଇସ୍‌ପାତ ଜେନେରାଲ ହସପିଟାଲରେ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣ କରିବାକୁ ପ୍ରସ୍ତାବିତ ସଂକଳ୍ପ କ୍ୟାବିନେଟରେ ପାରିତ କରିବା ପରିପ୍ରେକ୍ଷୀରେ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁଣି ଥରେ…

ଏଣିକି ଜିଓ ଦେବ ଅସୀମିତ ଭଏସ୍ କଲ୍

ନୂଆଦିଲ୍ଲୀ: ଗ୍ରାହକ ମାନଙ୍କୁ ଜିଓର ନୂଆବର୍ଷ ଉପହାର । ରିଲିୟାନ୍ସ ଜିଓ ପୁଣି ଥରେ ଭଏସ୍ କଲ ବିଲକୁଲ ମାଗଣା କରିବାକୁ ଯାଉଛି । ଜିଓ ଉପଭୋକ୍ତା ମାନେ ଜାନୁଆରୀ ପହିଲାରୁ ମାଗଣାରେ ସମସ୍ତ ଫୋନକୁ ଭଏସ୍ କଲ କରିବାର ସୁବିଧା ପାଇବେ । ରିଲିୟାନ୍ସ ଜିଓ ଗୁରୁବାର ଦିନ ଏଭଳି ସୂଚନା ଦେଇଛି ।…