ଚୁନା ମାଛକୁ କରାଯାଉଛି ଟାର୍ଗେଟ : ଲେଖାଶ୍ରୀ
ଭୁବନେଶ୍ୱର: ଦୁର୍ନୀତି ଅଭିଯୋଗରେ ୬ ଜଣ ଅଧତ୍କାରୀଙ୍କୁ ବାଧ୍ୟତାମୂଳକ ଅବସର ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତ । ସେ କହିଛନ୍ତି ଯେ, ଦୁର୍ନୀତି ବିରୋଧରେ ଲଢ଼େଇ ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ । ତଳୁ ଉପର!-->…
