Odia News Portal
Browsing Tag

latest odia news

ରାଜ୍ୟ ଛାତ୍ର ବିଜେଡିର କାର୍ଯ୍ୟକାରିଣୀ ବୈଠକ,ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବାକୁ ସଂଗଠନ…

ରାଜ୍ୟ ଛାତ୍ର ବିଜେଡିର କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି । ଏଥିରେ ଆସନ୍ତା ବର୍ଷ ପାଇଁ ରାଜନୈତିକ ଏଜେଣ୍ଡା ପ୍ରସ୍ତୁତ ହେବ । ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ କାର୍ଯ୍ୟକାରିଣୀରେ ଯୋଗ ଦେଇ ଉଦବୋଧନ ଦେଇଛନ୍ତି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି,

ସ୍ୱାମୀ ସ୍ତ୍ରୀ ସମ୍ପର୍କରେ ରକ୍ତର ଛିଟା: ହେମଦସ୍ତାରେ ସ୍ୱାମୀ ମୁଣ୍ଡକୁ ଛେଚି ହତ୍ୟା କଲା ସ୍ତ୍ରୀ

ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅନ୍ତର୍ଗତ ବନମାଳୀପୁର ଗାଁରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା । ସ୍ୱାମୀ ସ୍ତ୍ରୀ ସମ୍ପର୍କରେ ଲାଗିଛି ରକ୍ତର ଛିଟା | ସ୍ୱାମୀ ସ୍ତ୍ରୀ ମଧ୍ୟରେ ଥିବା କଳହ ଶେଷରେ ନେଲା ଭୟଙ୍କର ରୂପ। ହେମଦସ୍ତାରେ ସ୍ୱାମୀ ମୁଣ୍ଡକୁ ଛେଚି ହତ୍ୟା କଲା ସ୍ତ୍ରୀ। କେବଳ

ଏସଆଇଟି ହାତରେ ଲାଗିଲା ବଡ଼ ପ୍ରମାଣ,ପୋଖରୀରୁ ମିଳିଲା ପରୀର ଲେଗିନ୍ସ

ପୋଖରୀରୁ ମିଳିଲା ପରୀର ଲେଗିନ୍ସ । ନୟାଗଡ଼ ଯଦୁପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଗାଁ ପୋଖରୀରୁ ମିଳିଲା ପରୀର ଲେଗିନ୍ସ । ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍ ଟିମ୍ ପୋଖରୀ ଶୁଖାଇବା ପରେ ଏସଆଇଟି ହାତରେ ଲାଗିଥିଲା ଏହି ପ୍ରମାଣ । ମିଳିଥିବା ଲେଗିନ୍ସକୁ ଜବତ କରିବା ସହ ନିଜ

ରାଜଧାନୀରେ ତିଆରି ହେବ ଆଉ ଦୁଇଟି ନୂଆ ଫ୍ଲାଏ ଓଭର,କମିବ ଟ୍ରାଫିକ ଜାମ୍

ଭୁବନେଶ୍ୱରରେ ଆଉ ଦୁଇଟି ନୂଆ ଫ୍ଲାଏଓଭର ତିଆରି ହେବ। କଳିଙ୍ଗ ହସ୍ପିଟାଲ ଛକରୁ ରେଲ୍‌ବିହାର ଛକ ଯାଏ ପ୍ରଥମ ଫ୍ଲାଏଓଭର ହେବ। ଡମଣା ଛକରୁ ଚନ୍ଦ୍ରଶେଖରପୁର ଥାନା ଯାଏ ଆଉ ଏକ ଫ୍ଲାଏଓଭର ରହିବ। ଉଭୟ ଫ୍ଲାଏଓଭର ୬ ଲେନ୍‌ ବିଶିଷ୍ଟ ହେବା ନେଇ ସୂଚନା ମିଳିଛି ।ଏବେ ଫ୍ଲାଏଓଭର ତିଆରି ନେଇ

କରୋନାରେ ଆକ୍ରାନ୍ତ ହେଲେ ଅଭିନେତ୍ରୀ ରକୁଲ ପ୍ରିତ ସିଂହ, ଆରୋଗ୍ୟ କାମନା କଲେ ଫ୍ୟାନ୍ସ

ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।ଏ ନେଇ ନିଜ ଇନ୍ସଟାଗ୍ରାମ ପେଜରେ ଏକ ପୋଷ୍ଟ ସେୟାର କରି ସେ ଲେଖିଛନ୍ତି, ‘ଅସୁସ୍ଥ ଅନୁଭବ କରିବାରୁ କରୋନା ପରୀକ୍ଷା କରାଇଥିଲି ଯାହାର ରିପୋର୍ଟ ପଜିଟିଭ୍ ଆସିଛି । ଏବେ ମୁଁ ହୋମ କ୍ବାରେଣ୍ଟାଇନ୍‌ରେ ଅଛି ଓ ସୁସ୍ଥ

ପରୀ ହତ୍ୟା ଘଟଣାର ଖୁଲାସା ପରେ ଏସଆଇଟି ମୁଖ୍ୟଙ୍କ ଉପରେ ବର୍ଷିଛି ବିଜେପି

ନୟାଗଡ ପରୀ ହତ୍ୟା ଘଟଣାର ଆଜି ଖୁଲାସା କରିଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା। ସାମ୍ବାଦିକ ସମ୍ମିଳନୀ କରି ପୁରା ଘଟଣାର ତଥ୍ୟ ପ୍ରଦାନ କରିଥିଲେ ଏସଆଇଟି ମୁଖ୍ୟ | ତେବେ ଏନେଇ ଅରୁଣ ବୋଥ୍ରାଙ୍କ ଉପରେ ବର୍ଷିଛି ବିଜେପି। ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ତାଙ୍କୁ କଡା ସମାଲୋଚନା କରିବା

ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି,ରାତିରେ ବାସହୀନଙ୍କ ପାଇଁ ରହଣୀ ବ୍ୟବସ୍ଥାର ନିର୍ଦ୍ଦେଶ

ରାଜ୍ୟରେ ଶୀତ ଲହରୀ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି । ରାଜ୍ୟରେ ଶୀତ ଲହରି ନେଇ ଜାରି କରାଯାଇଛି ସତର୍କ ସୂଚନା । ରାଜ୍ୟରେ ଡିସେମ୍ବର ୨୩ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାତିରେ ବାସହୀନଙ୍କ ପାଇଁ ସ୍କୁଲ ଘର ଗୁଡିକରେ ରହଣୀ ବ୍ୟବସ୍ଥା କରିବାକୁ

ବ୍ରିଟେନରୁ ଆସିଥିବା ଫ୍ଲାଇଟ୍‌ରେ ୨୬୬ ଯାତ୍ରୀଙ୍କ ମଧ୍ୟରୁ ୬ ପଜିଟିଭ୍ ଚିହ୍ନଟ

ଭାରତରେ ବ୍ରିଟେନର କରୋନା ପଜିଟିଭ୍ । ବ୍ରିଟେନ୍‌ରେ କରୋନା ଭାଇରସର ନୂଆ ରୂପ ମିଳିବା ପରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଡିସେମ୍ବର ୨୨ ରାତିରୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବ୍ରିଟେନରୁ ଆସୁଥିବା ସବୁ ଫ୍ଲାଇଟ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଭାରତ ସରକାର । ସୋମବାର ରାତିରେ ଲଣ୍ଡନରୁ

ଭିଜିଲାନ୍ସ ଜାଲରେ କୋଟିପତି ବାବୁ: ପୂର୍ତ୍ତ ବିଭାଗର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସର ରେଡ୍

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର କୋଟିପତି କିରାଣୀ । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅସିତ ନାୟକଙ୍କ ଡ଼ୁମଡ଼ୁମା ବାସଭବନ ସମେତ ଏକା ସାଙ୍ଗରେ ୫ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ ବିଭାଗ । । ଭିଜିଲାନ୍ସ ଡୁମ୍‌ଡୁମାରେ ଥିବା ତାଙ୍କ ୩ ମହଲା କୋଠା, ଜଟଣୀର ପ୍ରଧାନ ସାହିରେ ଥିବା

ମାଲକାନଗିରି ସ୍ଵାଭିମାନ ଅଞ୍ଚଳରେ ବିପୁଳ ପରିମାଣର ବିସ୍ଫୋରକ ଜବତ

ସ୍ଵାଭିମାନ ଅଞ୍ଚଳରେ କମ୍ବିଂ ଅପରେସନ ବେଳେ ମାଓ କ୍ୟାମ୍ପ ଠାବ | ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ସ୍ଵାଭିମାନ ଅଞ୍ଚଳରେ କମ୍ବିଂ ଅପରେସନ ବେଳେ ବିପୁଳ ପରିମାଣର ବିସ୍ଫୋରକ ଜବତ କରାଯାଇଛି | ଆଜି ଡିଭିଏଫ ଯବାନ ସ୍ଵାଭିମାନ ଅଞ୍ଚଳର ଆନ୍ଧ୍ର ଓଡିଶା ସୀମାନ୍ତରେ ଗୁଇନ୍ଦା ବିଭାଗର