Odia News Portal
Browsing Tag

latest odia news

ପୁଅ ପରେ ରିମାଣ୍ଡରେ ଯିବେ ବାପା,ଅଭୟଙ୍କୁ ୨ ଦିନିଆ ରିମାଣ୍ଡରେ ନେବ ପୋଲିସ

ସ୍କାଇ କିଙ୍ଗ ଠକେଇ ମାମଲାରେ ଆଇଏଫଏସ ଅଭୟ ପାଠକଙ୍କୁ ୨ ଦିନିଆ ରିମାଣ୍ଡରେ ନେବ ପୋଲିସ । ଅଭୟଙ୍କୁ ରିମାଣ୍ଡରେ ନେବା ପାଇଁ ଖାରବେଳନଗର ଥାନା ପୋଲିସର ଖୋର୍ଦ୍ଧା ଏସଡ଼ିଜେଏମ୍ କୋର୍ଟରେ ଆବେଦନ ମଞ୍ଜୁର କରିଥିଲେ । କୋର୍ଟ ପକ୍ଷରୁ ଏହି ଆବେଦନକୁ ମଞ୍ଜୁରୀ ମିଳିିଯାଇଛି ।୬୫ ଲକ୍ଷ ଟଙ୍କା ଠକେଇ

ନକଲି କାରଖାନାର ପେଣ୍ଠସ୍ଥଳୀ ପାଲଟିଛି କଟକ,ନକଲି ସିମେଣ୍ଟ କାରଖାନା ଠାବ

ସାମ୍ନାକୁ ଆସୁଛି କଟକରେ ଗୋଟିଏ ପରେ ଗୋଟିଏ ନକଲି କାରଖାନା । ଗତକାଲି ପୋଲିସ କଟକରେ ଏକ ନକଲି ଘିଅ କାରଖାନ ଠାବ କରିଥିବା ସମୟରେ ଓ ଆଜି ଜଗତପୁରଠାରେ ଆଉ ଏକ ନକଲି ସିମେଣ୍ଟ କାରଖାନା ଠାବ କରାଯାଇଛି। କିଛି ବିଶେଷ ସୂତ୍ରରୁ ଖବର ପାଇ ପୋଲିସ କଟକ ଜଗତପୁର ଏକ୍ସିସ୍‌ ବ୍ୟାଙ୍କ ସାମ୍ନାରେ

ରାଜ୍ୟରେ ଆଉ ୩୧୯ କରୋନା ସଂକ୍ରମିତ ଚିହ୍ନଟ,୩୨୬୯୧୫ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ

ଶୀତ ଦିନେ ନଡ଼ିଆ ତେଲର ଉପକାରିତା

ଶୀତଦିନେ ଆପଣ ରୂପି ଏବଂ କେଶ ଝଡ଼ିବା ସମସ୍ୟାକୁ ନେଇ ଚିନ୍ତିତ କି, ତା’ହେଲେ ଆଜି ଆମେ ଆପଣଙ୍କୁ ଏହାର ସରଳ ସମାଧାନ ବିଷୟରେ କହିବୁ। ଏ ସବୁ ସମସ୍ୟାକୁ ଚୁଟକିରେ ଦୂର କରିବ ନଡ଼ିଆ ତେଲ। ଆପଣ ଚାହିଁଲେ ଏହାକୁ ନିଜ ସ୍ୱାସ୍ଥ୍ୟ ଏବଂ ସୁନ୍ଦର ଚେହେରା ପାଇଁ ମଧ୍ୟ ଉପଯୋଗ କରିପାରିବେ।

ସାମ୍ନାକୁ ଆସିଲା ପରୀ ହତ୍ୟାକାଣ୍ଡର ରହସ୍ୟ,ହତ୍ୟା ପରେ ଦୁଷ୍କର୍ମ

ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ଆଜି ପ୍ରେସମିଟ୍ କରିଛନ୍ତି। ଏଥିରେ ସେ ପରୀକୁ ଅଭିଯୁକ୍ତ କେମିତି ମାରିଥିଲା ଓ କାହିଁକି ମାରିଥିଲା, ଘଟଣା ବିଷୟରେ ବର୍ଣ୍ଣନା କରିଛନ୍ତି। ପରୀ ହତ୍ୟାକାଣ୍ଡ ମାମଲାରେ ସେହି ଗାଁର ଜଣେ ଅଭିଯୁକ୍ତ ସରୋଜ ସେଠୀକୁ ଗିରଫ କରାଯାଇଛି। ସରୋଜ

ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ବିରୋଧରେ ଥାନାରେ ଏତଲା

ପରୀ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ବିରୋଧରେ ଯଥେଷ୍ଟ ପ୍ରମାଣ ଅଛି ବୋଲି ତଦନ୍ତ କରୁଥିବା ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରା କହୁଥିବାବେଳେ ଏବେ ବୋଥ୍ରାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଅଭିଯୁକ୍ତଙ୍କ ପରିବାର ଲୋକେ। ଗତକାଲି ପରୀ ହତ୍ୟା ମାମଲାର ତଦନ୍ତ କରୁଥିବା ଏସ୍ଆଇଟି ଟିମ୍ ସରୋଜ

ପରୀ ହତ୍ୟା ମାମଲାରେ ଅଭିଯୁକ୍ତକୁ ୩ ଦିନିଆ ରିମାଣ୍ଡରେ ନେବ ଏସ୍ଆଇଟି

ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତକୁ ଆଜିଠୁ ୩ ଦିନିଆ ରିମାଣ୍ଡରେ ନେବ ଏସ୍ଆଇଟି। ଅଭିଯୁକ୍ତକୁ ଅଧିକ ପଚରାଉଚରା ପାଇଁ ତିନିଦିନିଆ ରିମାଣ୍ଡ ଲାଗି କୋର୍ଟ ମଧ୍ୟ ଗତକାଲି ଅନୁମତି ପ୍ରଦାନ କରିଥିଲା। ଗତକାଲିର କାର୍ଯ୍ୟାନୁଷ୍ଠାନ ପରେ ଆଜି ରିମାଣ୍ଡର ପ୍ରଥମ ଦିନରେ ଅଭିଯୁକ୍ତକୁ ଜେରା

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାର ସବୁଠାରୁ ବଡ଼ ସମ୍ମାନ

ଭାରତ ଓ ଆମେରିକା ମଧ୍ୟରେ ଥିବା ସମ୍ପର୍କକୁ ଆହୁରି ମଜବୁତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରିକାର ପ୍ରତିଷ୍ଠିତ ‘ଲିଜନ୍ ଅଫ୍ ମେରିଟ୍’ ଆଓ୍ୱାର୍ଡ ସମ୍ମାନରେ ସମ୍ମାନିତ କରାଯାଇଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।

ନବୀନଙ୍କ ଦୁର୍ନୀତି ବିରୋଧୀ ମନ୍ତ୍ର: ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ସମସ୍ତେ ଦେବେ ସମ୍ପତ୍ତି ତାଲିକା

ବିଜେଡି ରାଜ୍ୟ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ | ଏହି ଅବସରରେ ଦୁର୍ନୀତି ବିରୋଧରେ ମନ୍ତ୍ର ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ । ନବୀନ କହିଛନ୍ତି ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ଼ ଶତ୍ରୁ। ଦୁର୍ନୀତିର ମୂଳୋତ୍ପାଟନ ନକଲେ ଆମର ସବୁ ଲଢ଼େଇ ମୂଲ୍ୟହୀନ। ଆମ

ନକଲି କାରଖାନାର ହବ୍ ପାଲଟିଛି ସିଲଭର ସିଟି କଟକ

କଟକରୁ ପୁଣି ଠାବ ହେଲା ନକଲି ଘିଅ କାରଖାନା । ପିଠାପୁର ଅଞ୍ଚଳରୁ ଏକ ନକଲି ଘିଅ କାରଖାନା ଉପରେ ଚଢାଉ କରିଛି ବାଦାମବାଡି ପୋଲିସ । ବିପୁଳ ପରିମାଣର କଞ୍ଚାମାଲ ସହ ଲକ୍ଷାଧିକ ଟଙ୍କା ମଧ୍ୟ ଜବତ ହୋଇଛି । ଏହି ମାମଲାରେ ପୋଲିସ ଜଣଙ୍କୁ ଅଟକ ରଖିଛି। ଏହି କାରଖାନାରେ ଦୁର୍ଗା ବ୍ରାଣ୍ଡ ନାଁରେ