Odia News Portal
Browsing Tag

latest odia news

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରେ ୯ଟି ପ୍ରସ୍ତାବ ପାରିତ

ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରେ ୯ଟି ପ୍ରସ୍ତାବ ଗୃହୀତ ହୋଇଛି । ୯ଟି ପ୍ରସ୍ତାବକୁ ସୁପ୍ରିମୋ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଦଳର ସମ୍ବିଧାନ ସଂଶୋଧନ ମଧ୍ୟ କରାଯାଇଛି ବୋଲି ପ୍ରେସମିଟରେ ସୂଚନା ଦେଇଛନ୍ତି

ସରିଲା ଆକାଶ ପାଠକର ୪ ଦିନିଆ ରିମାଣ୍ଡ ଅବଧି

ଆକାଶ ପାଠକର ୪ ଦିନିଆ ରିମାଣ୍ଡ ଅବଧି ଶେଷ | ଠକେଇ ମାମଲାରେ ଗିରଫ ଆକାଶ ପାଠକର ୪ ଦିନିଆ ରିମାଣ୍ଡ ଆଜି ଶେଷ ହୋଇଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ସ୍କାଏ କିଙ୍ଗର ୬୫ ଲକ୍ଷ ଟଙ୍କା ଠକେଇ ମାମଲାରେ ଆକାଶଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଥିଲା କମିଶନରେଟ୍ ପୁଲିସ୍।

ସାଂସଦଙ୍କ ଅନୁଭବ ମହାନ୍ତିଙ୍କ ନାଁରେ ମାମଲା ରୁଜୁ କଲା ପୁରୀ ଘାଟ ଥାନା ପୋଲିସ

କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମାମଲା ରୁଜୁ କରିଛି ପୁରୀ ଘାଟ ଥାନା ପୋଲିସ। ଅନୁଭବଙ୍କ ପତ୍ନୀ ବର୍ଷାଙ୍କ ଏତଲା ଭିତ୍ତିରେ ୪୯୮-ଏରେ ଏହି ମାମଲା ରୁଜୁ କରାଯାଇଛି। ଏଥିସହିତ ଅନୁଭବଙ୍କ ୨ ସହଯୋଗୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି। ଘରୋଇ ହିଂସା ଓ ନିର୍ଯାତନା ନେଇ

କେନ୍ଦ୍ରାପଡାରେ ୫-ଟି ସଚିବ: ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି

ନୂଆ ଗୀତର ପ୍ରମୋସନ୍ ପାଇଁ ନେହାଙ୍କ ମିଛ ଡ୍ରାମା,ବଢ଼ିଲା ଫ୍ୟାନ୍ସଙ୍କ ରାଗ

ବଲିଉଡର ଗାୟିକା ନେହାଙ୍କ ‘ବେବି ବମ୍ପ୍‌’ ଖବରକୁ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଜୋରଦାର ହୋଇଥିଲା | ଗତକାଲି ବଲିଉଡ ସିଙ୍ଗର ନେହା କକ୍କର ହଠାତ୍ ତାଙ୍କର ‘ବେବି ବମ୍ପ୍‌’ ଫଟୋ ସୋସିଆଲ୍‌ ମିଡିଆରେ ପୋଷ୍ଟ୍‌ କରିବା ପରେ ଫଟୋଟି ବେଶ୍‌ ଚର୍ଚ୍ଚା ପାଲଟିଥିଲା। ଫଟୋ ସେୟାର କରୁ

ରାତି ଅଧରେ ସ୍ୱାମୀଙ୍କ ନାଁ’ରେ ଥାନାରେ ଏତଲା ଦେଲେ ବର୍ଷା

ସାଂସଦ ଅନୁଭବ ଓ ଅଭିନେତ୍ରୀ ପତ୍ନୀ ବର୍ଷାଙ୍କ ମଧ୍ୟରେ ବଢି ଚାଲିଛି ବିବାଦ।ଏନେଇ ଗତକାଲି ବିଳମ୍ବିତ ରାତିରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ । କଟକ ଘରୋଇ କଳହ ମାମଲାରେ ଗତକାଲି ଅନୁଭବ କଟକ ଏସଡିଜେଏମ କୋର୍ଟରେ ହାଜର ହୋଇଥିବାବେଳେ ସ୍ତ୍ରୀ ବର୍ଷା

ରାଜ୍ୟରେ ବଢ଼ିବ ଶୀତ,ନୂଆବର୍ଷ ସୁଦ୍ଧା ରାଜ୍ୟରେ ୬ ଡ଼ିଗ୍ରୀ ତଳକୁ ଖସିବ ପାରଦ

ରାଜ୍ୟରେ ବଢ଼ିବ ଶୀତ । ଜାନୁଆରୀ ପହିଲାରୁ ରାଜ୍ୟରେ ବଢିବ ଶୀତର ମାତ୍ରା । ସ୍ୱାଭାବିକ ତାପମାତ୍ରା ସର୍ବନିମ୍ନ ୬ଡିଗ୍ରୀ ପର୍ଯ୍ୟନ୍ତ ଖସିଯିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଜିଠାରୁ

ପଶ୍ଚିମବଙ୍ଗରେ ଗୃହମନ୍ତ୍ରୀ ଅମିତ ଶାହା ମେଦିନି ପୁରରେ ବିଶାଳ ରାଲି ଓ ଜନସଭା

ପଶ୍ଚିମବଙ୍ଗ ମେଦିନପୁରରେ ଚାଷୀ ସଭାକୁ ସମ୍ବୋଧିତ କରିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହା ।ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି ଗୃହମନ୍ତ୍ରୀ । ମିଶନ ଦୁଇ ଶହ ପ୍ଲସ ନାରା ଦେଇ ବିଜେପି ପଶ୍ଚିମବଙ୍ଗ ଦଖଲ ଅଭିଯାନ ଆରମ୍ଭ କରିଛି । ଆଜି ଗୃହମନ୍ତ୍ରୀ ଅମିତ୍ ଶାହ ବିବେକାନନ୍ଦଙ୍କ ପୈତୃକ

କମ୍ ଖର୍ଚ୍ଚରେ ଭକ୍ତଙ୍କ ପାଇଁ ରହଣୀ,ମାତ୍ର ୧୦୦ ଟଙ୍କାରେ ପୁରୀରେ ରହିପାରିବେ ଭକ୍ତ

ମାତ୍ର ଦିନ କେଇଟା ପରେ ଖୋଲିବ ଶ୍ରୀମନ୍ଦିର। ଏହାକୁ ଦୃଷ୍ଟିରେ ରଖି ସରକାର ନେଇଛନ୍ତି ଏକ ଗୁରୁତ୍ୱପୂର୍ଣ ନିଷ୍ପତି ।ଏଣିକି ମାତ୍ର ଶହେ ଟଙ୍କାରେ ପୁରୀରେ ରହି କାଳିଆକୁ ଦେଖିପାରିବ ଭକ୍ତ। ମାତ୍ର ୧୦୦ରୁ ଦେଢ ଶହ ଟଙ୍କାରେ ସରକାରୀ ଭକ୍ତ ନିବାସରେ ରହି ପାରିବେ ଭକ୍ତ । ଭକ୍ତ ନିବାସ ପାଇଁ

ରାଜ୍ୟରେ ଚିହ୍ନଟ ହେଲେ ୩୫୮ ନୂଆ ଆକ୍ରାନ୍ତ,ଅନୁଗୁଳ ଜିଲ୍ଲାରୁ ସର୍ବାଧିକ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮