Odia News Portal
Browsing Tag

latest odia news

୨ ଦିନ ସ୍କୁଲ ଛୁଟି

ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨ ଦିନ ବନ୍ଦ…

ଓଜେଏସ୍‌ ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ

ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ…

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’ ୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।…

ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା, ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ରହିପାରେ ପବନ

ପଶ୍ଚିମା ଝଡ଼ର ପ୍ରଭାବ । ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା । ବିଶେଷକରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା,…

କଟକରେ ୫ଟି ସଚିବ; ବସ୍ ଟର୍ମିନାଲ, ଚଣ୍ଡିମନ୍ଦିର ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା

ରାଜ୍ୟ ସରକାରଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ ଶନିବାର କଟକ ଗସ୍ତ କରିଛନ୍ତି। ଏହି ଗ୍ରସ୍ତକାଳରେ ସେ ଐତିହାସିକ କଟକ ସହରରେ ଚାଲିଥିବା ଏକାଧିକ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ୫ଟି ସଚିବ ଖାନନଗରରେ ନିର୍ମାଣାଧୀନ ନେତାଜୀ ବସ୍‌ ଟର୍ମିନାଲ ବୁଲି ଦେଖିଛନ୍ତି। ଏଠାରେ ୨ ବର୍ଷ ହେଲା…

ପୁଞ୍ଜି ନିବେଶରେ ଜାତୀୟ ହାରଠାରୁ ଓଡ଼ିଶା ଆଗରେ : ଶିଳ୍ପ ମନ୍ତ୍ରୀ

ପୁଞ୍ଜି ନିବେଶରେ ଜାତୀୟ ହାରଠାରୁ ଓଡ଼ିଶା ଆଗରେ ବୋଲି ବିଧାନସଭାରେ କହିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭ ପ୍ରତିଶତ ଥିବା ସେ ସୂଚନା ଦେଇଛନ୍ତି ।’ ମେକ ଇନ ଓଡ଼ିଶା’ ଅନ୍ତର୍ଗତ ରାଜ୍ୟକୁ ଆସିଥିବା ପୁଞ୍ଜିନିବେଶକୁ ନେଇ…

ରଥଯାତ୍ରା ପାଇଁ ଉତ୍ତର ଘୁମୁସର ବନଖଣ୍ଡରୁ ୨୯ ଗଛ ଚିହ୍ନଟ

ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ମାତା ସୁଭଦ୍ରାଙ୍କ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥି ନିମନ୍ତେ କିଛି ଦିନ ପୂର୍ବରୁ ରଥଯାତ୍ରା କମିଟିର କିଛି ସେବାୟତ ଉତ୍ତର ଘୁମୁସର ବନଖଣ୍ଡର କର୍ମଚାରୀ ମିଶି ବିଭିନ୍ନ ଜଙ୍ଗଲରେ ରଥକାଠ…

୬୫ ବର୍ଷୀୟା ବୃଦ୍ଧାଙ୍କୁ ଅଧା ଖାଇଗଲା ସୁନାବେଡ଼ା ଅଭୟାରଣ୍ୟର ମହାବଳ ବାଘ

ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ଅଧୀନ କୋମନା ଥାନା ଜଳମଡେଇ ଗାଁରେ ଜଣେ ବୃଦ୍ଧାଙ୍କୁ ଘର ପଛପଟୁ ମହାବଳ ବାଘ ଘରୁ ଟାଣି ନେଇ ଖାଇ ଯାଇଥିବା ସୂଚନା ମିଳିଛି। ବୃଦ୍ଧାଙ୍କ ନାଁ ସାନମତି ବାରିକ(୬୫) ବୋଲି ଜଣା ପଡ଼ିଛି।ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଜଳମଡେଇ ଗାଁର ସାନମତି ଘର…

ନବ ଦାସ ହତ୍ୟା ପ୍ରସଙ୍ଗ:ପୁଲିସ-ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି

ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ବିଧାନସଭା ଘେରାଉ ପାଇଁ ଯିବା ବେଳେ ପୁଲିସ ସହ କିଛି ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଥିଲେ। ନବ ଦାସ ହତ୍ୟା ପ୍ରସଙ୍ଗରେ ଭଟଲି ବିଧାୟକ ସୁଶାନ୍ତ ସିଂହଙ୍କୁ…

ପ୍ରଶ୍ନପତ୍ର ଲିକ୍ ହୋଇନି: ସମୀର ଦାଶ

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଖଣ୍ଡନ । ଗୃହ ବାହାରେ ଖଣ୍‌ଡନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି ମୋ ପାଖରେ ଲିକ୍ ହୋଇଥିବା ନେଇ କିଛି ଖବର ନାହିଁ କି ବିଭାଗ ପାଖରେ ମଧ୍ୟ ନାହିଁ । ମ୍ୟୁ ପୁରୀ ଜିଲ୍ଲା ଶିକ୍ଷାଧିକାରୀଙ୍କ ସହ କଥା ହୋଇ…