ରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ, ଅଟକାଇଲେ ହଳଦିଆ ନମ୍ବର ଥିବା ଗାଡ଼ି
୧୦ ଦଫା ଦାବିରେ ଅନିଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ସକାଳୁ ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହଜାର ହଜାର ଡ୍ରାଇଭର ରାସ୍ତାକୁ ଓହ୍ଲାଇ ପ୍ରଦର୍ଶନ କରୁଛନ୍ତି। ଏହି କ୍ରମରେ ରାଜଧାନୀ ଭୁବନେଶ୍ବର ଉପକଣ୍ଡ ତମାଣ୍ଡୋରେ ଡ୍ରାଇଭର!-->…
