Odia News Portal
Browsing Tag

latest odia news

ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ଅନ୍‌ଲାଇନରେ ଲିକ୍‌

ଅଭିନେତା ରଣବୀର କପୁର ଏବଂ ଶ୍ରଦ୍ଧା କପୁରଙ୍କ ଅଭିନୀତ ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ବୁଧବାର ପରଦାରେ ମୁକ୍ତିଲାଭ କରିଛି। ଗୀତ ଏବଂ ଟ୍ରେଲର ଦେଖି ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ବହୁତ ଉତ୍ସାହ ଦେଖିବାକୁ ମିଳିଥିଲା। ରିଲିଜ୍‌ ପୂର୍ବରୁ ଫିଲ୍ମର ଆଡଭାନ୍ସ ବୁକିଂ ମଧ୍ୟ ହୋଇଥିଲା।…

ସହାୟତା ର ହାତ ଵଢାଇଲା ଭାରତ।

ଭାରତ ସହାୟତା ଭାବେ ଇରାନର ଚାବହାର ବନ୍ଦର ଦେଇ ଆଫଗାନିସ୍ତାନକୁ ୨୦,୦୦୦ ମେଟ୍ରିକ ଟନ୍‌ ଗହମ ପଠାଇବ। ମଙ୍ଗଳବାର ଇଣ୍ଡିଆ ସେଣ୍ଟ୍ରାଲ ଏସିଆନ କଣ୍ଟ୍ରିର ପ୍ରଥମ ବୈଠକରେ ଭାରତ ଏହି ଘୋଷଣା କରିଛି ଦିଲ୍ଲୀରେ ଅନୁଷ୍ଠିତ ଏହି ବୈଠକରେ ଭାରତ ସମେତ କାଜାଖସ୍ତାନ, ର୍କିଗିଜ ରିପବ୍ଲିକ,…

ସନ୍ଦିଗ୍ଧ ପାରା ଜବତ

ପାରାଦୀପ ମାଛଧରାବନ୍ଦର ପରିସରରୁ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ବୋଟରୁ ବୁଧବାର ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ପାରାଦୀପ ମେରାଇନ ପୋଲିସକୁ ହସ୍ତାନ୍ତର କରିବା ପରେ ପୋଲିସ ତାକୁ ନେଇ ଅଟକ ରଖିବା ସହ ତଦନ୍ତ ଆରମ୍ଭ କରିଛି। ଯାହାକୁ ନେଇ ପ୍ରଶାସନିକ ସ୍ତରରେ ଚର୍ଚ୍ଚାର ବିଷୟ…

ଦୁନିଆର ଦୀର୍ଘାୟୁ ମହିଳାଙ୍କ ଦେହାନ୍ତ

ଦକ୍ଷିଣ ଆଫ୍ରିକାର ବାସିନ୍ଦା ଜୋହାନା ମାଜିବୁକୋଙ୍କୁ ୧୨୮ ବର୍ଷ ବୟସ ହୋଇଥିଲା। ସେ ୧୮୯୪ରେ ଜନ୍ମଗ୍ରହଣ କରିଥିଲେ। ସେ ମେ ୨୦୨୩ରେ ୧୨୯ ବର୍ଷରେ ପଦାର୍ପଣ କରିଥାନ୍ତେ।ଡେଲି ମେଲ ରିପୋର୍ଟ ଅନୁଯାୟୀ, ଜୋହାନା ମାଜିବୁକୋ ୩ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।…

ହୋଲିରେ ରାଜଧାନୀ ଉପରେ ପୁଲିସର ରହିବ କଡ଼ା ନଜର

ରାଜଧାନୀରେ ହୋଳି ପାଳନ ବେଳେ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏନେଇ ଭୁବନେଶ୍ୱର ଡିସିପି  ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜଧାନୀରେ ସକାଳ ୭ଟାରୁ ଅପରାହ୍ଣ ୩ଟା ଯାଏ ହୋଲି ପାଳିବାକୁ ଅନୁମତି ଦିଆଯାଇଛି। ଏହି ସମୟରେ ସ୍ପେଶାଲ ସ୍କ୍ୱାର୍ଡ ଓ ଟିମ-୬୦ ରାଜଧାନୀ…

ଆସନ୍ତା ୧୦ରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମାସ ୧୦ ତାରିଖରେ ରାଉରକେଲା ଗସ୍ତ କରିବେ । ମୁଖ୍ୟମନ୍ତ୍ରୀ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏଫଆଇଏଚ ହକି ପ୍ରୋ ଲିଗ୍ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଵେ। ଏଥି ସହିତ ୧୨୪ କୋଟି ବ୍ୟୟରେ ନିର୍ମିତ ବିର୍ସା ମୁଣ୍ଡା ଆଥଲେଟିକ୍ସ ଷ୍ଟାଡିୟମର…

ଖୋର୍ଦ୍ଧା ବାଣ ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟଣା

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଗାଁରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଏଥି ସହ ବାଣ ବିସ୍ଫୋରଣ ମୃତ୍ୟୁ ସଂଖ୍ୟା ୫କୁ ବ୍ୟଦ୍ଧି ପାଇଛି । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଦୋଳଗୋବିନ୍ଦ ବେହେରା । ତାଙ୍କ ଶରୀରର ୭୦ ପ୍ରତିଶତରୁ ଅଧିକ ଅଂଶ…

ମନୀଷ ସିସୋଦିଆ ଗିରଫ ମାମଲା, ୯ ବିରୋଧୀଦଳ ନେତାଙ୍କ ପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଗିରଫକୁ ବିରୋଧ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି କେରଳ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ପ୍ରଧାନମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ କହିଛନ୍ତି କି କେନ୍ଦ୍ରୀୟ ଏଜେନ୍ସିର…

ଜଙ୍ଗଲ ନିଆଁକୁ ରୋକିବେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ

ଜଙ୍ଗଲରେ ଲାଗିଛି ନିଆଁ, ବର୍ଷା ନହେଲେ ଆଗକୁ ଉପୁଜିବ ସାଂଘାତିକ ସ୍ଥିତି । ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଥିବା ବେଳେ ଏହାକୁ ଆୟତ୍ତ ମଧ୍ୟ କରାଯାଉଛି । ଏପରିକି ଗତକାଲି ଗତକାଲି ୧୩୮୦ ପଏଣ୍ଟରେ ନିଆଁ ଲାଗିଥିଲା। ଯେଉଁଥିରୁ ପ୍ରାୟ ୯୩ ପ୍ରତିଶତ ନିଆଁକୁ ଆୟତ୍ତ କରାଯାଇଛି।ସେହିଭଳି…

ନାବାଳିକା ଦୁଷ୍କର୍ମୀଙ୍କୁ ୨୦ ବର୍ଷ ଜେଲ

ଦୋଷୀ ସୁନୀଲ ସାପାଲକୁ ଦଣ୍ଡାଦେଶ କଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ୨୦୨୦ରେ ତୁମୁଡିବନ୍ଧ ଥାନା ଅଞ୍ଚଳ ଦୁଷ୍କର୍ମ ମାମଲାରେ ରାୟ । ପୀଡିତାଙ୍କୁ ୬ଲକ୍ଷ କ୍ଷତିପୂରଣ ଦେବାକୁ ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଧେଶ ।