Odia News Portal
Browsing Tag

latest odia news

ସ୍ୱେଚ୍ଛାକୃତ ଅବସର ପରେ ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ ପାହ୍ୟା

5T ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ । 5T ଓ ନବୀନ ଓଡ଼ିଶାର ଚେୟାରମ୍ୟାନ ହେଲେ । VRS ପରେ ପାଣ୍ଡିଆନଙ୍କୁ ଚେୟାରମ୍ୟାନ ନିଯୁକ୍ତି ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରିବେ ପାଣ୍ଡିଆନ୍‌ । ଗତକାଲି ତାଙ୍କୁ ସ୍ୱେଚ୍ଛାକୃତ ଅବସର ଦିଆଯାଇଥିଲା । ଗତ ୨୦ ତାରିଖରେ ସେ

ଖୋଲିବ ରତ୍ନ ଭଣ୍ଡାର

୨୦୨୪ ରଥ ଯାତ୍ରା ସମୟରେ ଖୋଲିବ ରତ୍ନ ଭଣ୍ଡାର । ରତ୍ନଭଣ୍ଡାର ଖୋଲିବା ନେଇ ଜିଲ୍ଲାପାଳଙ୍କ ସୂଚନା । ରତ୍ନଭଣ୍ଡାର ଖୋଲିବା ବେଳେ ASI ପକ୍ଷରୁ ଇନସ୍ପେସନ କରାଯିବ । ସୁପ୍ରିମ କୋର୍ଟ କିମ୍ବା ହାଇ କୋର୍ଟ ର ଅବସରପ୍ରାପ୍ତ ଜଜ ଉପସ୍ଥିତ ରହିବେ ।

ଗୁରୁବାରଠୁ ପୁରୀ-ହାୱଡା ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଉପସ୍ଥିତ ରହିବେ। ପୁରୀରୁ ଟ୍ରେନ ଛାଡିଲେ ଖୋର୍ଦ୍ଧା ରୋଡ,

୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ ରହିବ। ଏହି ନୀତି

ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ

ଅଷ୍ଟ୍ରେଲିଆରେ ମେ’୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ କରିଦିଆଯାଇଛି। ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ବୁଧବାର ଏନେଇ ସୂଚନା ଦେଇଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ବୈଠକରେ ଯୋଗ ଦେଇପାରିବେନି ବୋଲି ଏଭଳି ନିଷ୍ପତ୍ତି ନିଆଯାିଥିବା ଜଣାପଡିଛି।

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ସହକାରୀ ଯୋଗାଣ ଅଧିକାରୀଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୂର୍ବତନ ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ‌ହୋଇଛି। ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୫ ଜଣ ଡିଏସ୍‌ପି, ୧୨ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ୍‌ ରହିଛନ୍ତି।

କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ପ୍ରାଚୀନ ହାତୀ ମୂର୍ତ୍ତି।

ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍‌ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ ହାତୀ ମୂର୍ତ୍ତିକୁ ସନ୍ଧାନ

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଆଲିଆ ଭଟ୍ଟ

ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ନିଯୁକ୍ତ୍‌ ହୋଇଛନ୍ତି। ୨୦୧୨ରେ ବଲିଉଡ୍‌ରେ ପାଦ ଦେଇଥିବା ଆଲିଆ ଖୁବ୍‌ କମ୍‌ ଦିନ ମଧ୍ୟରେ ବେଶ୍‌ ଲୋକପ୍ରିୟ ଓ ସଫଳ ଭାରତୀୟ ଅଭିନେତ୍ରୀ

ସମଲିଙ୍ଗୀ ବିବାହ ମାନ୍ୟତା

ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ,

୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ,ମହାନଦୀ ଜଳବିବାଦ

ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି, ତାହା ଟ୍ରିବ୍ୟୁନାଲ ଆକଳନ କରିବେ। ୩ ଜଣିଆ ଟ୍ରିବ୍ୟୁନାଲଙ୍କୁ