Odia News Portal
Browsing Tag

latest odia news

ଟିଏସ୍‌ଏମ୍‌ଏଲ୍‌କୁ ସମ୍ମାନଜନକ ଉତ୍କର୍ଷ ପୁରସ୍କାର

ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଦୀର୍ଘସ୍ଥାୟୀ ଜଳ ପରିଚାଳନା ପାଇଁ ଟାଟା ଷ୍ଟିଲ୍‌ ମାଇନିଂର ଉନ୍ନତ ପ୍ରଯୁକ୍ତି ଓ ସମାଧାନ ବ୍ୟବସ୍ଥାକୁ ହୃଦୟଙ୍ଗମ କରି ଶ୍ରେଷ୍ଠ ଦୀର୍ଘସ୍ଥାୟୀ ଜଳ ପରିଚାଳନା ଓ…

ମାର୍ଚ୍ଚ ୨୦ରେ ଭାରତ ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ କିଶିଦା ଫୁମିଓ

ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କକୁ ଦୃଢ କରିବାକୁ ଜାପାନ ପ୍ରଧାନମନ୍ତ୍ରୀ କିଶିଦା ଫୁମିଓ ଆସନ୍ତା ମାର୍ଚ୍ଚ ୨୦ରେ ଭାରତ ଗସ୍ତରେ ଆସିବେ। ଗୋଟିଏ ଦିନ ରହିବା ପରେ ସେ ମାର୍ଚ୍ଚ ୨୧ରେ ଜାପାନ ଫେରିଯିବେ। ତାଙ୍କର ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଫୁମିଓ…

ମହଙ୍ଗା ଭତ୍ତା ମଧ୍ୟ ହୋମଗାର୍ଡମାନଙ୍କୁ ପ୍ରଦାନ

ଓଡ଼ିଶା ପୋଲିସରେ କାର୍ଯ୍ୟରତ ହୋମ୍‌ଗାର୍ଡମାନଙ୍କୁ ସ୍ଥାୟୀ କନଷ୍ଟେବଲଙ୍କ ପରି ଦରମା ଓ ମହଙ୍ଗା ଭତ୍ତା ମିଳିବ। ସ୍ଥାୟୀ କନଷ୍ଟେବଲଙ୍କ ଦରମା ବଢ଼ିବା ଅନୁସାରେ ହୋମଗାର୍ଡଙ୍କ ଦରମା ବି ବଢ଼ିବ। ଏଥିସହ ରାଜ୍ୟ ସରକାର ଏହାକୁ ପିଛିଲା ଭାବେ ୨୦୧୮ ଜୁନ୍‌ରୁ ଲାଗୁ କରିବାକୁ ସୁପ୍ରିମକୋର୍ଟ ରାୟ…

ଭିଜିଵ ଓଡ଼ିଶା।

ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ନୟାଗଡ଼ ଓ ପୁରୀ।ଅନ୍ୟପକ୍ଷେ କଟକ, ଢେଙ୍କାନାଳ…

ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘର ଚେତାବନୀ

ଆଜି ସନ୍ଧ୍ୟା ସୁଦ୍ଧା ସରକାର ଯଦି ଆନ୍ଦୋଳନକାରୀ ଡ୍ରାଇଭରଙ୍କ କବଳରୁ ରାସ୍ତାକୁ ମୁକ୍ତ ନ କରନ୍ତି, ତେବେ ବସ୍ ଚଳାଚଳ ବନ୍ଦ ରଖିବାକୁ ବାଧ୍ୟ ହେବୁ ବୋଲି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ଏକ ସାମ୍ବାଦିକ…

ବ୍ଲେଡ ମାଡରେ ଛାତ୍ରୀ ଗୁରୁତର

ପରୀକ୍ଷା ଦେଇ ଫେରୁଥିବା ବେଳେ ଜଣେ ଛାତ୍ରୀଙ୍କୁ ଦୁର୍ବୃତ୍ତମାନେ ଅପହରଣ କରିବାକୁ ଉଦ୍ୟମ କଲା ବେଳେ ଖସି ପଳାଇ ଆସିଲେ ଛାତ୍ରୀ। ଦୁର୍ବୃତ୍ତଙ୍କ ବ୍ଲେଡ୍‌ ମାଡ଼ରେ ଛାତ୍ରୀ ଜଣଙ୍କ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ। ଆହତ ଛାତ୍ରୀ ଜଣଙ୍କ ହେଲେ…

ଆଜି ରାଜଧାନୀରେ ଗଡ଼ିବନି ଅଟୋ

ଆଜି ରାଜଧାନୀରେ ଗଡିବନି ଅଟୋ । ଆନ୍ଦୋଳନରେ ସାମିଲ ହେବେ ସ୍ମାର୍ଟସିଟି ଅନଲାଇନ୍ ଅଟୋ ସଂଘ । ଆଜି ରାଜଧାନୀରେ ପାଖାପାଖି ୧୦ ହଜାର ଅଟୋ ରିକ୍ସା ଗଡିବନି । ଅଟୋରିକ୍ସା ଚାଳକ ମାନେ ଲୋୟର ପିଏମଜିରେ ଧାରଣା ଦେବେ । ସଂଘ କହିଛି, ଷ୍ଟିଅରିଂ ଛାଡ ଆନ୍ଦୋଳନ ବେଳେ ଧର୍ମଘଟ ନାଁରେ ଆନ୍ଦୋଳନକାରୀ…

ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା: ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍

ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ  ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଭୁବନେଶ୍ବର-କଟକ କମିସ‌ନରେଟ ପୁଲିସ ଅନ୍ତର୍ଗତ ଖଣ୍ଡଗିରି ଥାନାରେ ରୁଜୁ ହୋଇଥିବା ଶ୍ରଦ୍ଧାଞ୍ଜଳି ମାମଲାରେ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି। ୩ଟି ମାମଲାରୁ ମାତ୍ର…

୧୩ ଦଫା ଦାବି ନେଇ ରାଜରାସ୍ତାରେ ବସିଲେ ଆଶା କର୍ମୀ

୧୩ ଦଫା ଦାବି ନେଇ ରାଜରାସ୍ତାରେ ବସିଲେ ଆଶା କର୍ମୀ। ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ଅଧୀନରେ ମା ଓ ଶିଶୁ ବିକାଶ ସହିତ ନିରାପଦ ମାତୃତ୍ଵ ପାଇଁ କାମ କରି ଆସୁଥିବା ଆଶା କର୍ମୀମାନେ ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି | ଆଶାକର୍ମୀମାନେ ଦାବି କରିଛନ୍ତି ଯେ ମାସିକ ସୁନିଶ୍ଚିତ ଭତ୍ତା…