୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ (Community Partners) ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ!-->…
