ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା: ସରକାରୀ ସ୍କୁଲ ପିଲାଙ୍କୁ ବି ମିଳିବ ନୋଟବୁକ
ଏଣିକି ଘରୋଇ ସ୍କୁଲ ଭଳି ସରକାରୀ ସ୍କୁଲ ପିଲାଙ୍କୁ ନୋଟବୁକ ଦିଆଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୋଟବୁକରେ ପିଲାଙ୍କୁ ହୋମ ୱାର୍କ ଓ ଶିକ୍ଷକମାନେ କଣ ପାଠ ପଢାଉଛନ୍ତି, ତାହା ଉଲ୍ଲେଖ ରହିବ, ଯାହାଫଳରେ ଅଭିଭାବକମାନେ!-->…
