ବିରାଟ କିଣିଲେ ୬ କୋଟି ଟଙ୍କାର ବିଳାସପୂର୍ଣ୍ଣ ଘର
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଫେବୃଆରି ୨୩ ତାରିଖରେ ମୁମ୍ବାଇରେ ଆୱାସ ଲିଭିଙ୍ଗରେ ୨୦୦୦ ବର୍ଗଫୁଟ୍ର ଏକ ଘର କିଣିଛନ୍ତି। ମୁମ୍ବାଇର ଆଲିବାଗ ଅଞ୍ଚଳସ୍ଥିତ ଏହି ବିଳାସପୂର୍ଣ୍ଣ ଭିଲ୍ଲାର ମୂଲ୍ୟ ୬ କୋଟି ଟଙ୍କା ପାଖାପାଖି ହେବ ବୋଲି କୁହାଯାଉଛି। ଏହି!-->…
