ଫେବୃଆରୀରୁ ବଢିଲାଣି ଅସହ୍ୟ ତାତି
ଆଗାମୀ ୩ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ରହିବ। ମାତ୍ର ପରବର୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରି ଯାଏ ବୃଦ୍ଧି ହେବ। ଫେବ୍ରୁଆରି ୨୭ ଓ ୨୮ ତାରିଖ ତଥା ଆସନ୍ତା!-->…
