‘ପ୍ରଯୁକ୍ତି ବ୍ୟବହାର କରି ସହଜ ଜୀବନଧାରଣ’ ବଜେଟ୍ ପରବର୍ତ୍ତୀ ପଞ୍ଚମ ୱେବିନାରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ପ୍ରଯୁକ୍ତି ବ୍ୟବହାର କରି ସହଜ ଜୀବନଧାରଣ’ ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ୨୦୨୩ କେନ୍ଦ୍ର ବଜେଟ୍ରେ ଘୋଷଣା କରାଯାଇଥିବା ଯୋଜନାଗୁଡ଼ିକର ପ୍ରଭାବୀ କାର୍ଯ୍ୟକାରିତା ପାଇଁ ମତାମତ ଓ ପରାମର୍ଶ ଲୋଡ଼ିବା ଉଦ୍ଦେଶ୍ୟରେ କେନ୍ଦ୍ର!-->…
