ବିବିସି ଟିକସ ପ୍ରସଙ୍ଗ ଉଠାଇଥିବା ବ୍ରିଟେନ ମନ୍ତ୍ରୀଙ୍କୁ କଡ଼ା ଜବାବ ଦେଲା ଭାରତ
ବିବିସିର ଟିକସ ଫାଙ୍କି ପ୍ରସଙ୍ଗରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ତାଙ୍କ ବ୍ରିଟେନ ପ୍ରତିପକ୍ଷଙ୍କୁ ଆଜି କଡ଼ା ଜବାବ ଦେଇଛନ୍ତି। ବ୍ରିଟିଶ ବୈଦେଶିକ ମନ୍ତ୍ରୀ ଜେମ୍ସ ଆଜି ଏକ ଦ୍ୱିପାକ୍ଷିକ ବୈଠକରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ସହ ବିବିସିରେ ଭାରତ ସରକାରଙ୍କ ପକ୍ଷରୁ!-->…
