ମନୀଷ ସିସୋଦିଆଙ୍କ ଗିରଫକୁ ବିରୋଧ କରି ଦେଶବ୍ୟାପୀ ପ୍ରତିବାଦ କରିବ ‘ଆପ’
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କ ଗିରଫଦାରିକୁ ବିରୋଧ କରି ଆଜି ‘ଆପ୍’ ଦେଶବ୍ୟାପୀ ପ୍ରତିବାଦ ପ୍ରଦର୍ଶନ କରିବ ବୋଲି ଦଳର ଜାତୀୟ ସାଧାରଣ ସମ୍ପାଦକ ସନ୍ଦୀପ ପାଠକ କହିଛନ୍ତି।
ଟୁଇଟ୍ କରି ସେ ଲେଖିଛନ୍ତି: ଦେଶର ଲକ୍ଷ ଲକ୍ଷ ପିଲାଙ୍କ ଭବିଷ୍ୟତକୁ ରୂପ ଦେଉଥିବା ମହାନ୍!-->!-->!-->…
