ପୁଲୱାମାରେ ବ୍ୟାଙ୍କ ସୁରକ୍ଷାକର୍ମଚାରୀଙ୍କୁ ଗୁଳି ମାରି ହତ୍ୟା କଲେ ଆତଙ୍କବାଦୀ
ଆଜି ଦକ୍ଷିଣ କଶ୍ମୀରର ପୁଲ୍ୱାମା ଜିଲ୍ଲା ଅନ୍ତର୍ଗତ ଅଚନ ଅଞ୍ଚଳରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ଜଣେ ବ୍ୟାଙ୍କ୍ ସୁରକ୍ଷାକର୍ମୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି।
ଗଣମାଧ୍ୟମକୁ ଜଣେ ପଦସ୍ଥ ପୁଲିସ ଅଧିକାରୀ କହିଛନ୍ତି ଯେ, ଆଜି ସକାଳେ ଅଚନ ଅଞ୍ଚଳର ବାସିନ୍ଦା ସଞ୍ଜୟ ପଣ୍ଡିତ ନାମକ ଜଣେ!-->!-->!-->…
