ରାଜ୍ୟ ବଜେଟ : କୃଷି ପାଇଁ ୨୪,୮୨୯ କୋଟି ବ୍ୟୟବରାଦ
ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାରଦିନ ବିଧାନସଭାରେ ବର୍ଷ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏବର୍ଷ ମଧ୍ୟ ଅର୍ଥମନ୍ତ୍ରୀ ପ୍ରଥମେ ଏକ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ କରିଛନ୍ତି । କୃଷି କ୍ଷେତ୍ର ପାଇଁ ଏବର୍ଷ ମୋଟ ୨୪,୮୨୯ କୋଟି ଟଙ୍କାର!-->…
