ଦୁଇ ଦିନ ପରେ ସ୍ୱାଭାବିକ ଚାଲିଲା ବିଧାନସଭା
ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନରେ ସ୍ବାଭାବିକ ଚାଲିଛି ଗୃହ କାର୍ଯ୍ୟ। ଚାଲିଛି ପ୍ରଶ୍ନକାଳ। ପାନୀୟ ଜଳ ଯୋଗାଣ, ଜଳ ସେଚନ ଓ ଜଳ ସଂରକ୍ଷଣ ନେଇ ଗୃହରେ ସରଗରମ ଆଲୋଚନା ଜାରି ରହିଛି। ପଦ୍ମନାଭ ବେହେରାଙ୍କ ଏକ ପ୍ରଶ୍ନରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, ମହାନଦୀ!-->…
